ପୁରୀ ଅଭିମୁଖେ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି ଅଭୟ; ଅନୁଧ୍ୟାନ କରିବେ ଆଇନ ଶୃଙ୍ଖଳା ପରିସ୍ଥିତି

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ଚଳିତବର୍ଷ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବ କି ନ ହେବ ସେ ନେଇ ନାନା ଆଶା ଆଶଙ୍କା ଲାଗିରହିଛି। ଅନ୍ୟପକ୍ଷରେ ରଥଯାତ୍ରା ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟରେ ମାମଲା ଶୁଣାଣି ଚାଲିଥିବା ବେଳେ ପୁରୀ ଗସ୍ତରେ ଯାଇଛନ୍ତି ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ପୋଲିସ ଡିଜି ଅଭୟ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ସଚିବ ପୁରୀରେ ପରିସ୍ଥିତିର ତଦାରଖ କରିବେ। ପୁରୀରେ ଆଇନ ଶୃଙ୍ଖଳା ପରିସ୍ଥିତି କିଭଳି ରହିଛି ସେ ନେଇ ପୋଲିସ ଡିଜି ଅନୁଧ୍ୟାନ କରିବେ।
ଯଦି ମାନ୍ୟବର ସୁପ୍ରିମକୋର୍ଟ ରଥଯାତ୍ରା ହେବା ନେଇ ରାୟ ଦିଅନ୍ତି ତେବେ ରାଜ୍ୟ ସରକାରଙ୍କୁ ସମସ୍ତ ବ୍ୟବସ୍ଥା କରିବାକୁ ପଡ଼ିବ। ତେଣୁ ଏଥିପାଇଁ ମୁଖ୍ୟ ଶାସନ ସଚିବ ଓ ପୋଳିସ ଡିଜି ପୁରୀ ଅଭିମୁଖେ ଯାଇଛନ୍ତି। ବିଶେଷକରି ମହାମାରୀ କରୋନା ସ୍ଥିତି ଓ କେନ୍ଦ୍ର ଗାଇଡ୍‌ଲାଇନ୍‌ ମାନି କିଭଳି ରଥଯାତ୍ରା ସୁରୁଖୁରୁରେ ସମ୍ପନ୍ନ କରାଯିବ ତା’ ଉପରେ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…

ଶଟର ପକାଇ ଜଗି ରହୁଛନ୍ତି ବାଉନ୍‌ସର, ଭିତରେ ବାର୍‌ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା

ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍‌ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର।…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍‌

ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…

ସବୁଠି ନ୍ୟାୟକୁ ସମର୍ଥନ

ସାରା ବିଶ୍ୱରେ ଆର୍ଥିକ ଅଭିବୃଦ୍ଧି ସର୍ବଦା ସମାନ ସୁଯୋଗ କିମ୍ବା ସହଭାଗୀ ସମୃଦ୍ଧିରେ ପରିଣତ ହୋଇନାହିଁ। ଗଠନମୂଳକ ଅସମାନତା ଜାରି ରହିଛି, ଯାହା ଉତ୍ତମ କାର୍ଯ୍ୟ, ସାମାଜିକ…

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri