ପୁରୀ ଗଣବଳାତ୍କାର ଘଟଣା: ଛାତ୍ର କଂଗ୍ରେସର ନବୀନ ନିବାସର ଘେରାଉ ଉଦ୍ୟମ; ପୋଲିସ ସହ ଧସ୍ତାଧସ୍ତି

ଭୁବନେଶ୍ୱର,୩।୧୨(ବ୍ୟୁରୋ): ପୁରୀ ଗଣବଳାତ୍କାର ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛି ଭାଜପା ଏବଂ କଂଗ୍ରେସ। ଏହି କ୍ରମରେ ମଙ୍ଗଳବାର ଛାତ୍ର କଂଗ୍ରେସ ପକ୍ଷରୁ ନବୀନ ନିବାସ ଘେରାଉ ଉଦ୍ୟମ କରାଯାଇଥିଲା। ହେଲେ ଶିଶୁଭବନ ଛକରେ ଛାତ୍ର କଂଗ୍ରେସ ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ସୁର ରାଉତରାୟ ମଧ୍ୟ ଏଥିରେ ସାମିଲ ହୋଇଥିଲେ। ତେବେ ରାଜ୍ୟରେ ପ୍ରତିଦିନ ବଳାତ୍କାର ଘଟଣା ଘଟୁଛି। ନିମାପଡ଼ାର ଝିଅକୁ ପୁରୀରେ ବଳାତ୍କାର କରାଯିବା ଘଟଣା ଅତ୍ୟନ୍ତ ନିନ୍ଦନୀୟ। ନବୀନ ଯେବେଠାରୁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ହାରାହାରି ଦୁଇ ହଜାର ଝିଅଙ୍କୁ ବଳାତ୍କାର କରାଯାଇଛି ବୋଲି ସେ କହିଛନ୍ତି।

ପ୍ରକାଶଯୋଗ୍ୟ, ସୋମବାର ରାତିରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା କୁମ୍ଭାରପଡ଼ା ଥାନାରେ ଅଭିଯୋଗ ହୋଇଛି। ନିଜକୁ ପୋଲିସ ପରିଚୟ ଦେଇ ଜଣେ ଯୁବକଙ୍କ ସମେତ ୪ଜଣ ଲିଫ୍ଟ ଦେବା ବାହାନାରେ ତାଙ୍କୁ ଗଣବଳାତ୍କାର କରାଯାଇଥିବା ପୀଡ଼ିତା କହିଛନ୍ତି। ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ବହିଷ୍କୃତ କନଷ୍ଟେବଳ ଜିତେନ୍ଦ୍ର କୁମାର ସେଠୀଙ୍କୁ ଗିରଫ କରିଛି। ସେହିଭଳି ଅନ୍ୟ ୩ଜଣଙ୍କୁ ଥାନାରେ ଅଟକ ରଖାଯାଇ ପଚରାଉଚରା କରାଯାଉଛି। ଏନେଇ ଥାନାରେ ଆଇପିସି ଦଫା ୩୭୬, ପୋକ୍‌ସୋ ଆକ୍ଟ ଅନୁଯାୟୀ କେସ୍‌ ନଂ.୩୦୮/୧୯ରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri