ପୁରୀ ରଥଯାତ୍ରା ପାଇଁ ଆଉ ୨ ପିଟିସନ୍‌: ସହରକୁ ଶଟ୍‌ଡାଉନ କରି ରଥଯାତ୍ରା କରାଯାଉ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ଏ ବର୍ଷ ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟ ଗତ ଗୁରୁବାର ରାୟ ଶୁଣାଇଛନ୍ତି। ହେଲେ ଏହାକୁ ସାମାନ୍ୟ ପରିବର୍ତ୍ତନ କରିବାକୁ ଶନିବାର ଆଉ ୨ଟି ମୋଡିଫିକେଶନ ପିଟିସନ ଦାୟର ହୋଇଛି। ଅନ୍ୟ ସବୁଠି ରଥଯାତ୍ରା ବନ୍ଦକରି କେବଳ ପୁରୀ ରଥଯାତ୍ରାକୁ ଅନୁମତି ଦିଆଯାଉ। ପୁରୀ ସହରକୁ ଶଟ୍‌ଡାଉନ ଘୋଷଣା କରି ରଥଯାତ୍ରା କରାଯାଉ ବୋଲି ପିଟିସନ୍‌ରେ କୁହାଯାଇଛି। ଏହି ୨ଟି ପିଟିସନ ବିଜୟ ପାଇକରାୟ ଓ ସଞ୍ଜୀବ କୁମାର ଚିନ୍ନାରା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ମନ୍ତ୍ରୀଙ୍କୁ ବନ୍ୟା ମୁକାବିଲା ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୭ (ସୁନିତ୍‌ ମିଶ୍ର): ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ସରକାରଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟି ହୋଇଥିବା…

ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କୂଳ ଲଙ୍ଘୁଛି କେନାଲ: ସତ ହେଲା ଆଶଙ୍କା

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟ ପାଇଁ କରାଯାଇଥିବା କାର୍ଯ୍ୟ)ନିର୍ମାଣରେ ହୋଇଥିବା ଅନିୟମିତତା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ମଙ୍ଗଳବାର…

ଜିମ୍ବାୱେରେ ମିଳିଲା ୨୧ କୋଟି ବର୍ଷ ପୁରୁଣା ଡାଇନୋସର କଙ୍କାଳ

ହାରାରେ, ୩୦ା୭ (ଏଜେନ୍ସି): ଜିମ୍ବାଓ୍ବେରେ ୨୧ କୋଟି (୨୧୦ ନିୟୁତ) ବର୍ଷ ପୁରୁଣା ନୂତନ ପ୍ରଜାତିର ଡାଇନୋସର କଙ୍କାଳ ଆବିଷ୍କୃତ ହୋଇଛି। ଏହି ପ୍ରାଚୀନ ଆବିଷ୍କାର ପୃଥିବୀରେ…

ଆରମ୍ଭ ହେବ ମାଗଣା ମ୍ୟୁଚୁଆଲ ଫଣ୍ଡ୍‌ ସାର୍ଟିଫିକେଟ ପାଠ୍ୟକ୍ରମ

ଭୁବନେଶ୍ୱର, ୩୦ା୭ (ସୁଚିସ୍ମିତା ସାହୁ): ଓଡ଼ିଶାର ସରକାରୀ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ଆର୍ଥିକ ସାକ୍ଷରତା ଏବଂ ନିଯୁକ୍ତି ସୁଯୋଗ ବୃଦ୍ଧି ପାଇଁ ରାଜ୍ୟ ସରକାର…

ନିଯୁକ୍ତି ନିୟମରେ ଆସିପାରେ ସଂସ୍କାର: ୪ ବିଭାଗଠାରୁ ଲୋଡ଼ାଗଲା ମତାମତ

ଭୁବନେଶ୍ୱର,୩୦ା୭(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିଯୁକ୍ତି ନିୟମରେ ଅଧିକ ସଂସ୍କାର ଆଣିବା ପାଇଁ ଲକ୍ଷ୍ୟ ରହିଛିି। ଏହାକୁ ନେଇ ୪ ପ୍ରମୁଖ ବିଭାଗଠାରୁ ତଥ୍ୟ ଲୋଡ଼ାଯାଇଛି। ଏ…

ଉପରେ ଶୁଖିଲା ଲଙ୍କା, ଭିତରେ ଗଞ୍ଜେଇ ଚାଲାଣ, ଧରିଲା ପୋଲିସ

ସୋନପୁର,୩୦ା୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ମୋବାଇଲ ୟୁନିଟ୍‌ ଓ ବୀରମହାରାଜପୁର ଅବକାରୀ ଥାନା ପକ୍ଷରୁ ଗଞ୍ଜେଇ ଚୋରାଚାଲାଣ ରୋକିବାକୁ ଉଲୁଣ୍ଡା ଥାନା ଏସ୍‌. ପତ୍ରାପାଲି ଓ ବୀରମହାରାଜପୁର…

ଆଡ୍‌ମିଶନ ନ ମିଳିବାରୁ ୨ ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

କାନପୁର, ୩୦ା୭ : ଆଇଆଇଟି-କାନପୁରର ନୂତନ ‘ବ୍ୟାଚଲର୍‌ ଅଫ୍‌ ସାଇବର ସିକ୍ୟୁରିଟି’ ପାଠ୍ୟକ୍ରମରେ ନାମଲେଖାରୁ ବଞ୍ଚିତ ହେବା ପରେ ଆଇଆଇଟି-କାନପୁର ଏବଂ ଆଇଆଇଟି-ମାଡ୍ରାସ୍‌ର ଅଫିସିଆଲ ୱେବ୍‌ସାଇଟ୍‌ ହ୍ୟାକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri