ପୁରୀ ଅଫିସ,୫।୪: ପୁରୀ ସହରର ୩ଟି ଯାକ ପରିବା ମାର୍କେଟ ବନ୍ଦ କରିଦେଲା ଜିଲା ପ୍ରଶାସନ। କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ରକ୍ଷା ଲାଗି ପ୍ରଶାସନ ବାରମ୍ବାର ଜନସାଧାରଣଙ୍କୁ ସଚେତନ କରିଥିଲା। ବିଶେଷକରି ସହରର ତିନୋଟି ପରିବା ମାର୍କେଟକୁ ଶୃଙ୍ଖଳିତ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ବ୍ୟବସାୟୀ ଓ ଗ୍ରାହକ କିପରି ସାମାଜିକ ଦୂରତା ରକ୍ଷା କରିବେ ସେଥିପାଇଁ ପ୍ରତ୍ୟେକ ଦୋକାନ ସମ୍ମୁଖରେ ଧଳା ବୃତ୍ତ କରାଯାଇଥିଲା। କିନ୍ତୁ ଅନେକ ସମୟରେ ଗହଳି ହେଉଥିବା ଫଳରେ ପ୍ରଶାସନ ବଡ଼ଶଙ୍ଖ, ମାର୍କେଟ ଛକ ଏବଂ ଲକ୍ଷ୍ମୀ ବଜାର ପରିବା ମାର୍କେଟକୁ ବୁଧବାର ପୂର୍ବାହ୍ନରୁ ଆସନ୍ତା ୧୪ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ବନ୍ଦ କରିଦେଇଛି। ଏହି ସମୟରେ ପରିବା ବ୍ୟବସାୟୀ ଠେଲା ଗାଡ଼ିରେ ସାହି ଗଳିରେ ପରିବା ବିକ୍ରି କରିପାରିବେ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ
ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…
ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?
ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍ପିଜି…
ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ
ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…
ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା
ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…
Archives

