ପୁରୀର ବିକାଶ ପାଇଁ ଓଏମ୍‌ସିକୁ ୬ ଖଣି ପ୍ରଦାନ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ପୁରୀର ବିକାଶ ପାଇଁ ଆଗେଇ ଆସିଛି ଖଣି ଓ ଇସ୍ପାତ ବିଭାଗ। ଏହି ଉପଲକ୍ଷେ ବିଭାଗ ପକ୍ଷରୁ ୬ଟି ଖୋଣ୍ଡାଲାଇଟ୍‌ ଖଣିକୁ ଓଡ଼ିଶା ଖଣି ନିଗମ(ଓଏମ୍‌ସି)କୁ ପ୍ରଦାନ କରାଯାଇଛି। ସମ୍ପୃକ୍ତ ୬ଟି ଖଣି ମଧ୍ୟରେ ଯାଜପୁରର ୩ଟି, ଖୋର୍ଦ୍ଧାର ୨ଟି ଓ କଟକର ଗୋଟିଏ ରହିଛି। ଉକ୍ତ ଖଣିରୁ ଓଏମ୍‌ସି ମାଧ୍ୟମରେ ଲଘୁ ଖଣିଜ ପଦାର୍ଥ ଉତ୍ତୋଳିତ ହେବ। ସେଥିରୁ ସଂଗୃହୀତ ଅର୍ଥକୁ ଐତିହ୍ୟସ୍ଥଳ ପୁରୀର ବିକାଶ ପାଇଁ ଉଦ୍ଦିଷ୍ଟ ଅବଢ଼ା ଯୋଜନାରେ ଖର୍ଚ୍ଚ କରାଯିବ ବୋଲି ଜଣାପଡ଼ିଛି।

ତେବେ ପର୍ଯ୍ୟଟନସ୍ଥଳୀ ଭାବେ ପୁରୀର ବିକାଶକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା ହାତକୁ ନିଆଯାଇଛି। ନିକଟରେ ମନ୍ଦିର ଚତୁଃପାର୍ଶ୍ୱରେ ଥିବା ଜବରଦଖଲକୁ ଉଚ୍ଛେଦ କରାଯାଇଥିବା ବେଳେ ସ୍ବର୍ଗଦ୍ୱାର ଭିତରେ ଥିବା ଜବରଦଖଲ ଉଚ୍ଛେଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

କେସିଙ୍ଗାରେ ଦଶମ-ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

କେସିଙ୍ଗା,୩୧ା୫(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଯୋଲକୋ ସ୍ଥିତ ବୌଦ୍ଧ ମଣ୍ଡପ ଠାରେ ଚଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୮୦ ପ୍ରତିଶତରୁ…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri