ପୁରୀରୁ ଆଉ ଜଣେ ପଜିଟିଭ୍‌ ଚିହ୍ନଟ, ୮୬ରେ ପହଞ୍ଚିଲା ମୋଟ ଆକ୍ରାନ୍ତ ସଂଖ୍ୟା

ପୁରୀ ଅଫିସ,୨୯।୫: ପୁରୀ ଜିଲାରୁ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୮୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩୩ଜଣ ସୁସ୍ଥ ହୋଇଥିବା ବେଳେ ୫୩ ଆକ୍ଟିଭ୍‌ କେସ୍‌ ରହିଛି। ତେବେ ନୂଆ ଆକ୍ରାନ୍ତଙ୍କ ସମ୍ପର୍କରେ ଜିଲା ପ୍ରଶାସନ ପକ୍ଷରୁ କୌଣସି ସୂଚନା ଦିଆଯାଇ ନ ଥିଲେ ହେଁ ସମ୍ପୃକ୍ତ ବ୍ୟକ୍ତି କଣାସ ବ୍ଲକ ଅଞ୍ଚଳର ବୋଲି ଚର୍ଚ୍ଚା ହେଉଛି। ତେବେ ଗତ ୨ ଦିନରେ ଜିଲାର ୧୫ ଜଣ ସୁସ୍ଥ ହେବା ଜିଲାପାଇଁ ଖୁସି ଖବର ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆଜି ବାହୁଡ଼ିବେ ଦାରୁବିଗ୍ରହ

ପୁରୀ,୨୪ା୭(ଅଜିତ୍‌ କୁମାର ମହାନ୍ତି): ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶୁକ୍ରବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ପାରଳାଖେମୁଣ୍ଡି ରାଜପ୍ରାସାଦର ଦୁର୍ଦ୍ଦଶା ଦେଖି ମନ୍ତ୍ରୀଙ୍କ ଉଦ୍‌ବେଗ: ପୁନରୁଦ୍ଧାର ପାଇଁ ଜୋର ଧରିଲା ଦାବି

ପାରଳାଖେମୁଣ୍ଡି, ୨୩ା୭(ଗିରିଧାରୀ ପରିଚ୍ଛା): ରାଜ୍ୟର ଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୁରୁବାର ଗଜପତି ଜିଲା ଗସ୍ତରେ ଆସିଥିବା ବେଳେ ଐତିହ୍ୟବାହୀ ପାରଳାଖେମୁଣ୍ଡି…

ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ବରଗଡ଼ ପୋଲିସର ଚଢ଼ାଉ: ୧୧୮୦ ବୋତଲ କଫ୍ ସିରପ ଜବତ, ୨ ଗିରଫ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ପୋଲିସ ପକ୍ଷରୁ ଏକ ଚଢ଼ାଉ କରାଯାଇ ବିପୁଳ ପରିମାଣର ବେଆଇନ କଫ୍ ସିରପ ଜବତ କରାଯାଇଛି। ଏହି…

ଭଞ୍ଜନଗର ଥାନା ସମ୍ମୁଖରେ ବିଦ୍ୟୁତ୍ ଖୁଣ୍ଟରେ ନିଆଁ: ସଟ୍ ସର୍କିଟ୍ ଯୋଗୁଁ ହୁ ହୁ ହୋଇ ଜଳିଲା ତାର, ଭୟଭୀତ ହେଲେ…

ଭଞ୍ଜନଗର, ୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ସମ୍ମୁଖରେ ଥିବା ଏକ ବିଦ୍ୟୁତ୍ ଖୁଣ୍ଟରେ ଗୁରୁବାର ସନ୍ଧ୍ୟାରେ ହଠାତ୍ ନିଆଁ ଲାଗିଯାଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ…

ଦିଗପହଣ୍ଡି ଶ୍ରୀ ଗୁଣ୍ଡିଚା ମନ୍ଦିରରେ ନବମୀ ସନ୍ଧ୍ୟା ଦର୍ଶନ: ରାମ-ବଳରାମ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ, ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି, ୨୩ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ଗୁରୁବାର ପବିତ୍ର ନବମୀ ସନ୍ଧ୍ୟା ଦର୍ଶନ ଅବସରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri