ପୁରୀରୁ ଆଉ ୭ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୧

ପୁରୀ ଅଫିସ, ୧୯।୬: ପୁରୀ ଜିଲାରୁ ଶୁକ୍ରବାର ପୁଣି ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାର ମୋଟ ପଜିଟିଭ ସଂଖ୍ୟା ୨୧୧ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୧୦୮ ଜଣ ସୁସ୍ଥ ହୋଇଥିଲା ବେଳେ ୧୦୩ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଶୁକ୍ରବାର ଚିହ୍ନଟ ୭ ଜଣଙ୍କ ସଂକ୍ରାନ୍ତରେ ଜିଲା ପ୍ରଶାସନ ପକ୍ଷରୁ କୌଣସି ତଥ୍ୟ ଦିଆଯାଇ ନାହିଁ। ଫଳରେ କେତେଜଣ ସଂଗରୋଧ କେନ୍ଦ୍ରରେ ଥିଲେ ଏବଂ ସ୍ଥାନୀୟ କେତେଜଣ ତାହା ସ୍ପଷ୍ଟ ଜଣାପଡ଼ି ନାହିଁ। ଗତ କିଛିଦିନ ହେବ ଜିଲାର ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଗତ ୭ ଦିନରେ ୭୭ ଜଣ ପଜିଟିଭ ଚିହ୍ନଟ ହେବା ଜିଲାବାସୀଙ୍କ ସହ ପ୍ରଶାସନର ଚିନ୍ତା ବଢାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

ବଲାଙ୍ଗୀରରେ ଗୋ ସମ୍ମାନ ଆହ୍ୱାନ ଅଭିଯାନ, ୫ ଲକ୍ଷ ୨ ହଜାର ସ୍ୱାକ୍ଷର ସମ୍ବଳିତ ପ୍ରାର୍ଥନାପତ୍ର…

ବଲାଙ୍ଗୀର,୨୭।୭(ସୁନିଲ କୁମାର ମହାନ୍ତି): ଗୋମାତାଙ୍କ ସେବା, ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ଚାଲିଥିବା ଗୋ ସମ୍ମାନ ଆହ୍ୱାନ ଅଭିଯାନର ପ୍ରଭାବ ବଲାଙ୍ଗୀରରେ…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri