ପୁରୀରୁ ୪ ଆକ୍ରାନ୍ତ ଚିହ୍ନଟ: ଜିଲାରେ କରୋନା ପଜିଟିଭ ସଂଖ୍ୟା ୮୫ରେ ପହଞ୍ଚିଲା

ପୁରୀ ଅଫିସ, ୨୬ା୫: ପୁରୀ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦୃତ ଗତିରେ ବଢ଼ିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାର କରୋନା ପଜିଟିଭ ସଂଖ୍ୟା ୮୫ରେ ପହଞ୍ଚିଛି। ଏଥିମଧ୍ୟରୁ ୧୪ଜଣ ସୁସ୍ଥ ହୋଇଥିବା ବେଳେ ୭୧ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ଗତ ୧୬ ଦିନରେ ଜିଲାରୁ ୮୪ଜଣ ଆକ୍ରାନ୍ତ ଚିହ୍ନଟ ହେବା ନେଇ ଜିଲାବାସୀ ଭୟଭୀତ ହୋଇପଡ଼ିଛନ୍ତି। ମଙ୍ଗଳବାର ଚିହ୍ନଟ ଆକ୍ରାନ୍ତମାନେ କ୍ୱାରାଣ୍ଟାଇନ ସେଣ୍ଟରର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ପ୍ରାର୍ଥୀ ଅଖିଳ ନାଏକଙ୍କ ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ପୂଜାର୍ଚ୍ଚନା

ପାଟଣା,୩ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ଭାଜପା ବିଧାୟକ ପ୍ରାର୍ଥୀ ଅଖିଳ ଚନ୍ଦ୍ର ନାୟକ ଶୁକ୍ରବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଟାଙ୍ଗରବନ୍ତଳା...

ବିଜେଡିରେ ସାମିଲ ହେଲେ ଜିନା ସାମଲ

ଭୁବନେଶ୍ୱର,୩।୫: ଆଜି ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ମିଶିଲେ ଅଭିନେତ୍ରୀ ଜିନା ସାମଲ । ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି...

କୋଭିଶିଲ୍ଡ ଟିକା ନେବାରୁ ଯାଇଥିଲା ଝିଅର ଜୀବନ, ଆଷ୍ଟ୍ରା ଜେନେକା ବିରୋଧରେ ମାମଲା କରିବାକୁ ପ୍ରସ୍ତୁତ ହେଉଛନ୍ତି ପିତା

ନୂଆଦିଲ୍ଲୀ,୩।୫: କୋଭିଶିଲ୍ଡ ଟିକା ନେବାରୁ ଜଣେ ଝିଅର ଜୀବନ ଯିବାରୁ ଏବେ ତାଙ୍କର ମାତାପିତା ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ (ଏସଆଇଆଇ) ଏବଂ ବ୍ରିଟିଶ ଫାର୍ମା...

ନାମାଙ୍କନପତ୍ର ଦାଖଲ କଲେ ଭର୍ତ୍ତୃହରି

କଟକ,୩ା୫: କଟକ ଭାଜପାର ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ...

ବିଜେଡି ଛାଡ଼ିଲେ ରବିନାରାୟଣ

ଭୁବନେଶ୍ୱର,୩ା୫: ଶୁକ୍ରବାର ବିଜେଡି ଛାଡ଼ିଛନ୍ତି ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର। ସେ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ନୟାଗଡ଼ ଜିଲାର ରଣପୁର ବିଧାୟକ ଥିଲେ। ୨୦୧୨ରୁ ୨୦୧୪...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

କେନ୍ଦ୍ରାପଡା,୩।୫ (ଜଗନ୍ନାଥ ଧଳ): ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି।...

ନିର୍ବାଚନ ଲଢ଼ିବେ ଦେବାଶିଷ

ଭୁବନେଶ୍ୱର,୩ା୫: ଦେବାଶିଷ ନାୟକ ନିର୍ବାଚନ ଲଢ଼ିବେ ବୋଲି ଶୁକ୍ରବାର ଘୋଷଣା କରିଛନ୍ତି। ଏନେଇ ସେ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି। ସେ ଲେଖିଛନ୍ତି, ବରୀବାସୀଙ୍କ ପାଇଁ...

ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ

ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri