ପୁରୀରେ ହାଲ୍‌କା ବର୍ଷା, ପବନ: ରଥଖଳାରେ ଚାଲିଛି କାମ

ପୁରୀ ଅଫିସ,୧୯ା୫: ବାତ୍ୟା ‘ଅମ୍ଫନ’ ପ୍ରଭାବରେ ପୁରୀରେ ହାଲ୍‌କା ବର୍ଷା, ପବନ ଆରମ୍ଭ ହୋଇଛି । ମଙ୍ଗଳବାର ସକାଳୁ ଆକାଶ ମେଘାଛନ୍ନ ରହିଥିବା ବେଳେ ୯ଟା ବେଳକୁ ଝିପିଝିପି ବର୍ଷା ହୋଇଥିଲା। କିଛି ସମୟପରେ ବର୍ଷା ବନ୍ଦ ହୋଇଯାଇଥିଲା। ପୂନର୍ବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ହାଲ୍‌କା ବର୍ଷା, ପବନ ଆରମ୍ଭ ହୋଇଥିଲା । କିନ୍ତୁ ଅଳ୍ପ କିଛି ସମୟ ପରେ ବର୍ଷା ଓ ପବନ ବନ୍ଦ ହୋଇଯାଇଥିଲା । ଅନ୍ୟପଟେ ଦେଖିଲେ ଅମ୍ଫନ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଛି । ବଡ଼ ବଡ଼ ଜୁଆର ଆସି କୂଳରେ ମାଡ଼ ହେଉଛି । ସେହିପରି ବର୍ଷା, ପବନ ଏତେଟା ନ ଥିବାରୁ ସକାଳୁ ରଥଖଳାରେ କାମ ଚାଲିଛି । ବର୍ଷା ସମୟରେ କିଛି ସମୟ କାମ ବନ୍ଦ ରହିଥିବା ବେଳେ ପୁଣି ସ୍ବାଭାବିକ ହୋଇଛି । ତେବେ ସମ୍ଭାବ୍ୟ ସ୍ଥିତିର ମୁକାବିଲା ଲାଗି ଜିଲା ପ୍ରଶାସନ ମଧ୍ୟ ପ୍ରସ୍ତୁତ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର ଇସ୍ତଫା ଦେବେ ବାଂଲାଦେଶ ରାଷ୍ଟ୍ରପତି; କିଏ ନେବେ ନେତୃତ୍ୱ? ରାଜନୈତିକ ମହଲରେ ହେଲାଣି ତୀବ୍ର ଆଲୋଚନା

ଢାକା,୨୩।୭: ବାଂଲାଦେଶରେ ରାଜନୈତିକ ଅସ୍ଥିରତା ଆରମ୍ଭ ହୋଇଛି। ଅନେକ ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଛି ଯେ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଖୁବ ଶୀଘ୍ର ଇସ୍ତଫା ଦେବାକୁ ଯାଉଛନ୍ତି;…

ବରଗଡ଼ ଉପକଣ୍ଠ ରାଜପଥରେ ରାହାଜାନୀ, ୩ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ରାଜପଥରେ ରାହାଜାନୀ ତଥା ବିଭିନ୍ନ ସ୍ଥାନରେ ଲୁଟପାଟ୍ ଅଭିଯୋଗ ହୋଇ ଆସୁଥିଲା । ଏହି ଘଟଣାରେ ପୋଲିସ…

ଧର୍ମେନ୍ଦ୍ର ପ୍ରଧାନଙ୍କ ପୁରୁଣା ପୋଷ୍ଟ ଭାଇରାଲ, ସୋନମ ଓ୍ବାଙ୍ଗଚୁକ ଏବଂ ତାଙ୍କ ପତ୍ନୀଙ୍କୁ କରିଥିଲେ ଏଭଳି ପ୍ରଶଂସା

ନୂଆଦିଲ୍ଲୀ,୨୩।୯: ଜଳବାୟୁ କର୍ମୀ ଓ ଶିକ୍ଷା ସଂସ୍କାରକ ସୋନମ ୱାଙ୍ଗଚୁକଙ୍କ ଅନଶନ ଜାରି ଥିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତିନି ବର୍ଷ ପୁରୁଣା ଏକ…

NEET UG ପେପର ଲିକ: ପରୀକ୍ଷାର ୧୦ ଦିନ ପୂର୍ବରୁ ଅଭିଯୁକ୍ତଙ୍କ ମୋବାଇଲ ଫୋନକୁ ଆସିଯାଇଥିଲା ପ୍ରଶ୍ନ, କୋର୍ଟରେ CBI ଖୋଲିଲା…

ନୂଆଦିଲ୍ଲୀ,୨୩।୭: NEET-UG 2026 ପେପର୍‌ ଲିକ ମାମଲାରେ ଅଭିଯୁକ୍ତ ଡକ୍ଟର ମନୋଜ ଭଗବାନରାଓ ଶିରୁରେ ଏବଂ ଶିବରାଜ ମୋଟେଗାଓଁକରଙ୍କ ଜାମିନ ଆବେଦନ ଉପରେ କୋର୍ଟ ଜୁଲାଇ ୨୪ରେ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ଉପକୋଷାଗାର ପୂର୍ବତନ କର୍ମଚାରୀଙ୍କୁ ଜେଲ୍‌ଦଣ୍ଡ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଉପକୋଷାଗାର କାର୍ଯ୍ୟାଳୟର ପୂର୍ବତନ କର୍ମଚାରୀ ତଥା ବରିଷ୍ଠ କିରାଣି ନାରାୟଣ ମେହେରଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ…

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Commonwealth Games 2026: ପଦକ ପକ୍କା, ଉଦଘାଟନୀ ଉତ୍ସବ ପୂର୍ବରୁ ଇତିହାସ ରଚିଲେ ଲୋଭଲିନା ବୋରଗୋହାଇନ!

ନୂଆଦିଲ୍ଲୀ,୨୩।୭: ଭାରତ ଉଦଘାଟନୀ ଉତ୍ସବ ପୂର୍ବରୁ 2026 ରାଜ୍ୟଗୋଷ୍ଠୀ କ୍ରୀଡାରେ ପଦକ ତାଲିକା ଖୋଲିସାରିଛି। ଷ୍ଟାର ବକ୍ସର ଲୋଭଲିନା ବୋରଗୋହାଇନ ପ୍ରଥମ ରାଉଣ୍ଡରେ ବାଇ ପାଇ 75…

ନଦୀକୂଳରେ ଚାଲିଥିଲା ବ୍ରାଉନସୁଗାର କାରବାର, ଅତିର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜୀରା ନଦୀକୂଳରେ ବ୍ରାଉନସୁଗାର କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri