ପୁରୁଣା ମୁଖ୍ୟ ଚିକିତ୍ସାଳୟରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଦାବି: ଅନଶନରେ କଂଗ୍ରେସ ନେତା

ବରଗଡ଼ ଅଫିସ,୧।୨: ବରଗଡ଼ର ପୁରୁଣା ମୁଖ୍ୟ ଚିକିତ୍ସାଳୟରେ ସମ୍ପୂର୍ଣ୍ଣ ସୁବିଧା ସହ ସିଟି ହସ୍ପିଟାଲ ଘୋଷଣା ଦାବିରେ ଶନିବାର ପୂର୍ବାହ୍ନ ୧୦ଟାରୁ କଂଗ୍ରେସ ୨୪ ଘଣ୍ଟିଆ ଅନଶନକୁ ଓହ୍ଲାଇଛି। ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ, ମହାତ୍ମା ଗାନ୍ଧୀ, ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ କଂଗ୍ରେସ ନେତା ନିପନ କୁମାର ଦାଶ, ବ୍ରହ୍ମାନନ୍ଦ ମହାକୁଡ ଏବଂ କିଶନ ଶର୍ମା ଗାନ୍ଧୀଛକରେ ଅନଶନ ଆରମ୍ଭ କରିଛନ୍ତି। ଅନଶନ ପୂର୍ବରୁ ସେଠାରେଥିବା ଡ. ବି. ଆର୍‌. ଆମ୍ବେଡକର ଏବଂ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଅନଶନକୁ ସମର୍ଥନ ଜଣାଇ କଂଗ୍ରେସ ନେତା ପ୍ରଦୀପ ଦେବତା, ନୀହାର ରଞ୍ଜନ ମହାନନ୍ଦଙ୍କ ସମେତ ବହୁସଂଖ୍ୟକ ନେତା, କର୍ମୀ ଓ ବିଭିନ୍ନ ସଂଗଠନର ସଦସ୍ୟ ଅନଶନସ୍ଥଳରେ ଉପସ୍ଥିତ ରହିଛନ୍ତି।
ପ୍ରକାଶ ଯେ, ଗତ ୨୧ ତାରିଖ ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା (ଖେଦାପାଲି) ନିକଟରେ ନୂତନ ଜିଲା ମୁଖ୍ୟ ଡାକ୍ତରଖାନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଥିଲେ। ପରେ ବରଗଡ଼ ସହର ମଧ୍ୟରେ ଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ଅନ୍ତର୍ବିଭାଗ ଓ ବହିର୍ବିଭାଗ ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ଏହାକୁ ନେଇ ସହର ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri