ପୁରୁଷୋତ୍ତମପୁରରେ ଜଗନ୍ନାଥଙ୍କ ନବଯୌବନ ଦର୍ଶନ ଲାଗି ଭିଡ଼

ପୁରୁଷୋତ୍ତମପୁର, ୨।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଥିବା ଜଗନ୍ନାଥ ମନ୍ଦିରଗୁଡ଼ିକରେ ମହାପ୍ରଭୁଙ୍କ ନବଯୌବନ ବେଶ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼ ଜମିଛି। ଥାନା ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କୁ ରୀତିନୀତି ପ୍ରକାରେ ପୂଜାର୍ଚ୍ଚନା କରାଯାଇଥିଲା। ଏହାପରେ ମହାପ୍ରଭୁ ଜଗନ୍ନାଥ ନବଯୌବନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏଥିଲାଗି ଥାନା ପରିସରରେ ଭକ୍ତଙ୍କ ଭିଡ଼ ଜମିଛି। ସେହିପରି ରଥସାହି ଜଗନ୍ନାଥ ମନ୍ଦିର, କନକା, କୁମାରୀ, ଭାଟକୁମରଡ଼ା, ବୀରଜଗନ୍ନାଥପୁର ଶାସନ, ପ୍ରତାପୁର, ଜଳେଶ୍ବର ଖଣ୍ଡି, ସୁନାଥର, ଶିକୁଳା ଆଦି ବିଭିନ୍ନ ଗ୍ରାମରେ ଜଗନ୍ନାଥ ମନ୍ଦିରରେ ନବଯୌବନ ଦର୍ଶନ ଲାଗି ଭିଡ଼ ଜମିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଦଶମ ଶ୍ରେଣୀରେ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri