Posted inଜାତୀୟ

ପୁଲଓ୍ବାମା ଆକ୍ରମଣ: ଶହୀଦ୍‌ଙ୍କୁ ଝୁରୁଛି ମାତୃଭୂମି

ନୂଆଦିଲ୍ଲୀ,୧୩।୨: ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ଘଟଣା ସମଗ୍ର ଦେଶକୁ ସମ୍ଭୀଭୁତ କରିଥିଲା। ୨୦୧୯ ଫେବୃୟାରୀ ୧୪ରେ ଘଟିଥିବା ଏହି ଆତଙ୍କବାଦୀ ଆକ୍ରମଣରେ ଦେଶର ୪୦ ଯବାନ ଶହୀଦ୍‌ ହୋଇଥିଲେ। ସମୟ ବିତି ଯାଇଛି। ତେବେ ଶହୀଦ୍‌ଙ୍କୁ ମାତୃଭୂମି ଝୁରୁଛି। ଆତଙ୍କବାଦୀ ଷଡ଼ଯନ୍ତ୍ର ଅନୁସାରେ ସିଆର୍‌ପିଏଫ୍‌ ଯବାନଙ୍କ ବସ୍‌ ସହିତ ବିସ୍ଫୋରକ ଭର୍ତ୍ତି କାରକୁ ଧକ୍କା କରାଯାଇଥିଲା। ରାଜରାସ୍ତା କ୍ଷଣିକ ମଧ୍ୟରେ ଶହୀଦ୍‌ ରକ୍ତରେ ଜୁଡୁବୁଡୁ ହୋଇଯାଇଥିଲା। ତେବେ ବି ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀଙ୍କ ମନ ଶାନ୍ତ ହୋଇ ନ ଥିଲା। ସେମାନେ ଆଖିବୁଜା ଗୁଳି ଚାଳନା କରିଥିଲେ। ଏହି ଆକ୍ରମଣ ପରେ ଭାରତ ପକ୍ଷରୁ ବାଲାକୋଟ ଏୟାର ଷ୍ଟ୍ରାଇକ୍‌ କରାଯାଇ ପାକିସ୍ତାନରେ ଥିବା ଆତଙ୍କବାଦୀ ଶିବିରକୁ ଧ୍ୱଂସ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ…

ଭାରତ-ଚାଇନା ମଧ୍ୟରେ ଭୟଙ୍କର ଯୁଦ୍ଧ ଆଶଙ୍କା! ସେନା ବେସ୍‌ରେ ବଡ଼ ହଲଚଲ,ଚମକାଇଲା ଲଣ୍ଡନର ରିପୋର୍ଟ

ନୂଆଦିଲ୍ଲୀ,୨୮।୫: ଭାରତର ଦୁଇ ପଡ଼ୋଶୀ ପାକିସ୍ତାନ ଏବଂ ଚାଇନା ସହିତ ସୀମା ବିବାଦ ଦଶନ୍ଧି ଧରି ଜାରି ରହିଛି। ପାକିସ୍ତାନ ବିରୋଧରେ ପୂର୍ୱରୁ ଅନେକ ଯୁଦ୍ଧ ହୋଇସାରିଛି।…

ପିଇବା ପାଣି ଲାଗି ବିକ୍ଷୋଭ: ଟ୍ରାକ୍ଟର ଜବତ କଲା ପୋଲିସ

ଲୋଇସିଂହା ୨୮।୫ (ସୁଶାନ୍ତ ବାଇକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡ଼ା ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ଗ୍ୟାଲେରୀ ଉପରୁ ବେଇଆନ ବାଲି ଚାଲାଣ ହେଉଛି। ଏହାର…

ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ: ପ୍ରାତଃଭୋଜନ ବୈଠକରେ ହେଲା ଘୋଷଣା

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟା ତାଙ୍କ ଇସ୍ତଫା ଘୋଷଣା କରିଛନ୍ତି। ବେଙ୍ଗାଲୁରୁରେ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ତାଙ୍କ ମନ୍ତ୍ରୀମାନଙ୍କ ସହିତ ଏକ ପ୍ରାତଃଭୋଜନ ବୈଠକରେ ସେ ଏହି…

JIOର ଟେନ୍‌ସନ୍‌ ବଢ଼ାଇଲା BSNL, ନୂଆ ପ୍ଲାନ୍‌ରେ ୨୮ ଦିନ ପାଇଁ ୨-ଜିବି ଡାଟା ସହ…

ନୂଆଦିଲ୍ଲୀ,୨୮ା୫: ସରକାରୀ ଟେଲିକମ୍‌ କମ୍ପାନୀ BSNL ନୂତନ ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ଏକ ଅତ୍ୟନ୍ତ ସୁଲଭ ପ୍ରିପେଡ୍‌ ପ୍ଲାନ ପ୍ରଚଳନ କରିଛି। କମ୍ପାନୀ ୫୧ରେ ଏକ…

ଦେବଗଡରେ ଅଭାବନୀୟ ଘଟଣା, ବିଦ୍ୟୁତ କର୍ମଚାରୀଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

ଦେବଗଡ଼,୨୮।୫(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ। ରିଆମାଳ ଥାନା ଦୁଧିଆନାଳୀ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଯାଇଛି । ସୂଚନା ଅନୁସାରେ,…

ସିଦ୍ଦାରାମାୟା ନା ଶିବକୁମାର କିଏ ଅଧିକ ଧନୀ? ଜାଣନ୍ତୁ ନେଟଓ଼୍ବର୍ଥ ରେସ୍‌ରେ କିଏ ଆଗରେ…

ବେଙ୍ଗାଲୁରୁ,୨୮।୫: କର୍ନାଟକରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଲାଗି ରହିଥିବା ସସପେନ୍ସ ଶେଷରେ ଶେଷ ହୋଇଛି। ସୂତ୍ର ଅନୁଯାୟୀ, ସିଦ୍ଦାରାମାୟା ଆଜି ମେ 28 ତାରିଖରେ ମୁଖ୍ୟମନ୍ତ୍ରୀ ପଦରୁ…

ମେଟାର ବଡ଼ ଘୋଷଣା: ଏବେ ମାଗଣାରେ ଚାଲିବନି Instagram, WhatsApp, Facebook; ମୋବାଇଲ ଭଳି ହେବ ମାସିକ ରିଚାର୍ଜ!

ନୂଆଦିଲ୍ଲୀ:୨୮।୫: ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଫେସବୁକ, ଇନଷ୍ଟାଗ୍ରାମ ଏବଂ ହ୍‌ବାଟସଆପର ମାଲିକାନା କମ୍ପାନୀ ‘ମେଟା’ (Meta) ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri