ପୁଲଓ୍ବାମା ଶହିଦଙ୍କ ପରିବାରକୁ ୧ କୋଟି ଟଙ୍କା ସହାୟତା ଦେବେ ଲତା ମଞ୍ଜେସକର

ମୁମ୍ବାଇ, ୧୬।୪: ପୁଲଓ୍ବାମା ଆକ୍ରମଣରେ ଶହିଦ ହୋଇଥିବା ଯବାନଙ୍କ ପରିବାରକୁ ସହାୟତାର ହାତ ବଢାଇଛନ୍ତି ସ୍ବର ସାମ୍ରାଜ୍ଞୀ ଲତା ମଞ୍ଜେସକର। ଶହିଦ ଯବାନଙ୍କ ପରିବାର ୧କୋଟି ଟଙ୍କା ସହାୟତା ରାଶି ‘ଭାରତ କେ ବୀର’ ଆପ୍‌ ଜରିଆରେ ଦେବେ ବୋଲି ଘୋଷଣା କରିଛନ୍ତି। ଏହାଛଡା ଲତାଙ୍କ ପରିବାର ଓ ସମ୍ପର୍କୀୟ ମିଶି ଶହିଦଙ୍କ ପରିବାରକୁ ୧୧ଲକ୍ଷ ଟଙ୍କା ଅଲଗା ସହାୟତା ଦେବେ। ସୂଚନାଯୋଗ୍ୟ, ଫେବୃଆରୀ ୧୪ରେ ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ସିଆରଏଫ ଯବାନଙ୍କ ଏକ ବସ୍‌ ଉପରେ ଆକ୍ରମଣ ହୋଇଥିଲା। ଏଥିରେ ୪୦ ଯବାନ ଶହିଦ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

ସୁନା କ୍ରୟକୁ ନେଇ ଆସିଲା ବଡ଼ ଖବର, ମୋଦିଙ୍କ ଅପିଲ ପରେ ୧୦ରୁ ୬ ଜଣ ବଦଳାଇଲେ ନିଷ୍ପତ୍ତି: ସର୍ଭେ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ ପରେ, ଦେଶରେ ସୁନା କ୍ରୟ ସମ୍ପର୍କରେ ସାଧାରଣ ଲୋକଙ୍କ ଭାବନା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। LocalCircles ଦ୍ୱାରା…

NEET ପେପର ଲିକ୍ ପ୍ରସଙ୍ଗ; ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ରାହୁଲ, ଶିକ୍ଷାମନ୍ତ୍ରୀଙ୍କୁ କାହିଁକି….

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ NEET ପେପର ଲିକ୍ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ କଡା ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ ଉଠାଇ ସେ…

ନିଆରା ପ୍ରେମ… ଚତୁର୍ଥ ଥର ପାଇଁ ବର ହେଲେ ୬୫ ବର୍ଷୀୟ ବୃଦ୍ଧ, ୬୨ ବର୍ଷୀୟ ବୃଦ୍ଧାଙ୍କୁ କଲେ ବିବାହ

ପାଟନା,୧୭ା୫: କୁହାଯାଏଯେ ପ୍ରେମ ଏବଂ ସାଥିର କୌଣସି ବୟସ ନଥାଏ । ଏହି ଭାବନାର ଏକ ହୃଦୟସ୍ପର୍ଶୀ ଉଦାହରଣ ବିହାରର ଜାମୁଇ ଜିଲାରୁ ସାମ୍ନାକୁ ଆସିଛି ।…

‘ମୋ ସ୍ତର ଏତେ ତଳକୁ ଖସିନାହିଁ..’, ବିଜୟକୁ ନେଇ ମୁହଁ ଖୋଲିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୧୭ା୫: ସାଉଥ ସୁପରଷ୍ଟାର ରଜନୀକାନ୍ତ ରବିବାର (୧୭ ମଇ) ଚେନ୍ନାଇସ୍ଥିତ ତାଙ୍କ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମରେ, ସେ ତାମିଲନାଡୁ ବିଧାନସଭା ନିର୍ବାଚନ…

ପାକିସ୍ତାନ ଭୂଗୋଳ ହେବାକୁ ଚାହୁଁଛି ନା ଇତିହାସ? ଭାରତୀୟ ସେନା ମୁଖ୍ୟଙ୍କ ଏମିତି ଧମକ ଶୁଣି…

ନୂଆଦିଲ୍ଲୀ/ଇସଲାମାବାଦ,୧୭ା୫: ରବିବାର ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ବୟାନ ଶୁଣି ପାକିସ୍ତାନ ସେନା ଡରିଯାଇଛି। ଏହା ପରେ ପାକିସ୍ତାନ ଭାରତକୁ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ଶିଖିବାକୁ…

TMC କାର୍ଯ୍ୟାଳୟରୁ ୧୦୦ରୁ ଅଧିକ ଆଧାର କାର୍ଡ ଜବତ; ସରକାରୀ ଜମିର ଅବୈଧ କ୍ରୟ-ବିକ୍ରୟ ସମ୍ପର୍କିତ କାଗଜପତ୍ର ମଧ୍ୟ ଜବତ

କୋଲକାତା,୧୭।୫: ପଶ୍ଚିମବଙ୍ଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ, ଏକ ଟିଏମସି କାର୍ଯ୍ୟାଳୟରୁ ସରକାରୀ ଜମିର ଅବୈଧ କିଣାବିକା ସହିତ ଜଡିତ କାଗଜପତ୍ର ସହିତ ୧୦୦…

ମଦ ଉପରେ ଟିକସ ବ୍ୟବସ୍ଥାକୁ ପରିବର୍ତ୍ତନ କଲେ ସରକାର, କମିବ ଦର!

ବେଙ୍ଗାଲୁରୁ,୧୭।୫: ମଦକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । କର୍ଣ୍ଣାଟକ ସରକାର ମଦ ଉପରେ ଟିକସ ଆଦାୟ କରିବାର ପଦ୍ଧତିକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri