Posted inଜାତୀୟ

ପୁଲଓ୍ବାମାରେ ଆତଙ୍କବାଦୀ ଲୁଚିଥିବା ଖବର: ହାଇ ଆଲର୍ଟ ଜାରି

ଶ୍ରୀନଗର,୨୦।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ଆତଙ୍କବାଦୀ ଲୁଚିଥିବା ଖବର ନେଇ ମିଳିତ ସୁରକ୍ଷାବଳଙ୍କ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭାରତୀୟ ସେନା ଯବାନ, ଜମ୍ମୁ-କଶ୍ମୀର ପୋଲିସ ଏବଂ ସିଆର୍‌ପିଏଫ୍‌ ଯବାନଙ୍କ ପକ୍ଷରୁ ଘେରାବନ୍ଦୀ କରାଯିବା ସହିତ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଛି। ସ୍ଥାନୀୟ ଅଞ୍ଚଳରେ ହାଇ ଆଲର୍ଟ ଜାରି କରାଯିବା ସହିତ ଇଣ୍ଟରନେଟ୍‌ ଏବଂ ମୋବାଇଲ୍‌ ସେବାକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନଶନ ଭାଙ୍ଗିବା ପରେ ଏମିତି କହିଦେଲେ ସୋନମ ଓ୍ବାଙ୍ଗଚୁକ୍‌: ମୁଁ ଖୁବ୍‌ଶୀଘ୍ର…

ନୂଆଦିଲ୍ଲୀ,୨୪।୭:ସରକାରଙ୍କ ପକ୍ଷରୁ ତାଙ୍କ ଦାବି ପୂରଣ ହେବାର ପ୍ରତିଶ୍ରୁତି ପାଇବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ତାଙ୍କର ଅନଶନ ସମାପ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ…

ପେପର ଲିକ୍‌ ମାମଲାରେ ସରକାରଙ୍କ ପକ୍ଷରୁ ବଡ଼ ଧରଣର ଅଦଳବଦଳ: ଶିକ୍ଷା ମନ୍ତ୍ରଣାଳୟରୁ ହଟିଲେ…

ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟର…

ରାତି ଅଧରେ ଭିଡ଼ିଓ କରି ଏମିତି କହିଲେ ପ୍ରଧାନମନ୍ତ୍ରୀ: ଦେଶରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିଳମ୍ବିତ ରାତିରେ ଏକ ଭିଡିଓ ସନ୍ଦେଶ ଜାରି କରି ଦେଶର ଯୁବପିଢ଼ି ଏବଂ ସାଧାରଣ ଜନତାଙ୍କୁ ଭରସା ଦେଇଛନ୍ତି ଯେ…

ଆଜି ଦେଶବ୍ୟାପୀ ବିକ୍ଷୋଭ ଡାକରା: ଜାଣନ୍ତୁ କ’ଣ ଖୋଲା, କ’ଣ ବନ୍ଦ

ନୂଆଦିଲ୍ଲୀ,୨୪ା୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ଗତ ୨୦ ତାରିଖ ଚଲୋ ସଂସଦ ଅଭିଯାନ ବେଳେ ଛାତ୍ରୀଛାତ୍ରଙ୍କ ଉପରେ ଲାଠିମାଡ଼ କରାଯିବାରୁ ଅନେକେ ଆହତ ହୋଇଥିଲେ। ପୋଲିସ…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri