ପୁସ୍ତକ ‘ଦି ଆବ୍‌ସେଣ୍ଟ ଡାଇଲଗ୍‌’ରେ ଯୁକ୍ତି: ସଶସ୍ତ୍ର ବଳର ନେତୃତ୍ୱ ନେବାରେ ସକ୍ଷମ ନ ଥିଲେ ନେହେରୁ

ନୂଆଦିଲ୍ଲୀ: ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ସଶସ୍ତ୍ର ବଳର ନେତୃତ୍ୱ ନେବାକୁ ସକ୍ଷମ ନ ଥିଲେ ଅଥବା ତାକୁ ଦକ୍ଷତାର ପରିଚଳାନା କରି ନ ଥିଲେ ବୋଲି ଏକ ନୂଆ ପୁସ୍ତକରେ ଯୁକ୍ତି ବଢ଼ାଯାଇଛି। ଅଙ୍କିତ ମୁଖାର୍ଜୀଙ୍କ ଲିଖିତ ପୁସ୍ତକ ‘ଦି ଆବ୍‌ସେଣ୍ଟ ଡାଇଲଗ୍‌’ ଭାରତର ରାଜନେତା, ଅମଲାତନ୍ତ୍ରୀ ଓ ସେନା ମଧ୍ୟରେ ଥିବା ମାନସିକ ବ୍ୟବଧାନ ସମ୍ପର୍କରେ ଆଲୋକପାତ କରିଛି। ଉକ୍ତ ପୁସ୍ତକରେ ଉଲ୍ଲେଖ କରାଯାଇଛି ଯେ, ସେନା ସହ ନେହେରୁଙ୍କ ସମ୍ପର୍କ ଏେ ବିତର୍କର ବିଷୟ। ସେନାରେ ଥିବା ଅନେକଙ୍କ ମତରେ ରାଷ୍ଟ୍ରନିର୍ମାଣରେ ସେମାନଙ୍କ ଅବଦାନକୁ ନୂ୍ୟନ କରିଦେବା ଲାଗି ନେହେରୁ ହିଁ ବ୍ୟକ୍ତିଗତ ଭାବେ ଦାୟୀ। ଏପରି କି ସେମାନଙ୍କୁ ରାଜନୀତିରେ ଭୂମିକା ଦେବା ପାଇଁ ନେହେରୁ ମନାକରିଦେଇଥିବାରୁ ୧୯୬୨ ଯୁଦ୍ଧରେ ଭାରତକୁ ଅପମାନଜନକ ପରାଜୟର ସ୍ବାଦ ଚାଖିବାକୁ ମିଳିଥିଲା। ଏଥିଯୋଗୁ ନେହେରୁ ଅନେକ ସମୟରେ ଭାରତର ପ୍ରତିରକ୍ଷା ସମୁଦାୟର ତିରସ୍କାର ପାତ୍ର ହୋଇଥାନ୍ତି। ଏନେଇ ଉକ୍ତ ପୁସ୍ତକରେ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri