ପୂଜା ଛୁଟିରେ ୨ ଦିନ ଖୋଲିବ ଆର୍‌ଟିଓ

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ଚଳିତ ମାସ ୫ରୁ ୮ ତାରିଖ ଯାଏ ସରକାରୀ ଛୁଟି ଦିବସ ରହିଛି। ତେଣୁ ଏହି ସମୟରେ ନୂଆ ଗାଡ଼ି ପଞ୍ଜୀକରଣ କାର୍ଯ୍ୟ ବାଧା ପାଇବ। ତେଣୁ ଦୁଇ ଦିନ ଅର୍ଥାତ ୫ ଏବଂ ୭ ତାରିଖରେ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଆର୍‌ଟିଓଗୁଡ଼ିକ ଖୋଲା ରହିବ। ଉକ୍ତ ଦିନଗୁଡ଼ିକରେ ଡିଲରମାନଙ୍କଠାରୁ ନୂଆ ଗାଡି ପଞ୍ଜୀକରଣ ସମ୍ବନ୍ଧୀୟ କାଗଜପତ୍ର ଆର୍‌ଟିଓ ଦ୍ୱାରା ଗ୍ରହଣ କରାଯିବ ବୋଲି ଜଣାପଡ଼ିଛି। କଟକସ୍ଥିତ ପରିବହନ କମିଶନରଙ୍କ କାର୍ଯ୍ୟାଳୟରୁ ଏ ସଂକ୍ରାନ୍ତୀୟ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri