Posted inଖେଳ

ପୂଜା, ବିକାଶଙ୍କୁ ଅଲିମ୍ପିକ ଯୋଗ୍ୟତା

ଅମ୍ମନ (ଜୋର୍ଡାନ), ୮।୩ (ପି.ଟି.)- ଦୁଇ ଭାରତୀୟ ବକ୍ସର ପୂଜାରାଣୀ (୭୫ କିଗ୍ରା) ଓ ବିକାଶ କ୍ରିଷ୍ଣନ (୬୯ କିଗ୍ରା) ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଚନ୍ତି। ଏଠାରେ ଚାଲିଥିବା ଏସିଆନ ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ଟୁର୍ନାମେଣ୍ଟରେ ଉଭୟ ସେମିଫାଇନାଲରେ ପ୍ରବେଶ କରିବା ସହ ଏହି ସଫଳତା ପାଇଛନ୍ତି। ପ୍ରଥମ ସେଟ୍‌ ଭାରତୀୟ ବକ୍ସର ଭାବେ ପୂଜାରାଣୀ ଓ ବିକାଶ ଅଲିମ୍ପିକ୍ସ ଟିକେଟ୍‌ ଲାଭ କରିଛନ୍ତି।
ଅନୁଷ୍ଠିତ କ୍ୱାର୍ଟର ଫାଇନାଲ ମୁକାବିଲାରେ ଏସିଆନ୍‌ ଚାମ୍ପିୟନ ପୂଜା ୫-୦ରେ ଥାଇଲାଣ୍ଡ ବକ୍ସର ପୋର୍ନିପା ଚୁଟ୍ଟେଙ୍କୁ ପରାସ୍ତ କରି ପ୍ରଥମଥର ଲାଗି କ୍ରୀଡ଼ାର ମହାକୁମ୍ଭକୁ ଯୋଗ୍ୟତା ଅର୍ଜନ କରିଛନ୍ତି। ସେହିଭଳି ପୁରୁଷ ବିଭାଗ କ୍ୱାର୍ଟର ଫାଇନାଲରେ ବିକାଶ ଜଜ୍‌ଙ୍କ ସର୍ବସମ୍ମତି ନିଷ୍ପତ୍ତିକ୍ରମେ ଜାପାନର ସଓ୍ବେନରେଟ୍ସ ଓକାଜାଓ୍ବାଙ୍କୁ ହରାଇଛନ୍ତି। ଏଥିସହ ବିକାଶ କ୍ୟାରିୟରର ୩ୟ ଥର ଲାଗି ଅଲିମ୍ପିକ୍ସ ଖେଳିବାର ସୌଭାଗ୍ୟ ପାଇଛନ୍ତି। ତେବେ ପୁରୁଷ ବିଭାଗ ୮୧ କିଗ୍ରାର ଏକ କ୍ୱାର୍ଟର ଫାଇନାଲ ଲଢ଼େଇରେ ଭାରତର ସଚିନ କୁମାର ଜଜ୍‌ଙ୍କ ବିଭାଜିତ ନିଷ୍ପତ୍ତିକ୍ରମେ ଚାଇନାର ଡାକ୍ସିଙ୍ଗ୍‌ ଚେନ୍‌ଙ୍କଠାରୁ ପରାସ୍ତ ହୋଇଛନ୍ତି। ତେବେ ପରାଜିତ ହୋଇଥିଲେ ମଧ୍ୟ ସଚିନଙ୍କ ପାଖରେ ଅଲିମ୍ପିକ୍ସକୁ ଯୋଗ୍ୟତା ଅର୍ଜନ ପାଇଁ ସୁଯୋଗ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

ଶ୍ରାବଣରେ ମାଛ-ମାଂସ ଖାଇବାକୁ କାହିଁକି ମନା କରାଯାଏ? କେବଳ ଧାର୍ମିକ ନୁହେଁ ରହିଛି ବୈଜ୍ଞାନିକ କାରଣ

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି । ହିନ୍ଦୁ ଧର୍ମରେ ଏହି ମାସକୁ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ । ଶହ ଶହ ବର୍ଷରୁ ଏହା ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri