ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ଼

ଭଣ୍ଡାରିପୋଖରୀ,୮ା୧୦ (ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନିର୍ଗୁଣ୍ଡି ପଞ୍ଚାୟତ ଅନ୍ତର୍ଗତ କୁଣ୍ଡସାହି ଦୁର୍ଗାମଣ୍ଡପରେ ଜଗଜ୍ଜନନୀ ମା ଦୁର୍ଗାଙ୍କ ଦଶହରା ପୂଜା ଅନୁଷ୍ଠିତ ହୋଇଛି। ଏଥିପାଇଁ ପୂଜାମଣ୍ଡପରେ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଦେଖିବାକୁ ମିଳିଛି। ୯୦ ବର୍ଷରେ ପଦାର୍ପଣ କରିଥିବା ଏହି ପୂଜା ଗ୍ରାମବାସୀଙ୍କ ସହଯୋଗରେ ଅନୁଷ୍ଠିତ ହେଉଛି। ମା’ଙ୍କ ପୂଜା ଲାଗି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ପ୍ରତ୍ୟହ ସନ୍ଧ୍ୟାରେ ଆଖପାଖ ଶିଶୁ କଳାକାରମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଉଛି। ଜିଲାର ବିଭିନ୍ନ ଅଞ୍ଚଳରୁ ବହୁ ସଂଖ୍ୟକ ଶ୍ରଦ୍ଧାଳୁ ଏଠାକୁ ପୂଜା ଦେଖିବାକୁ ଆସୁଛନ୍ତି। ବୁଧବାର ମା’ଙ୍କ ଭସାଣି ଉତ୍ସବ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରିଲେ ଶଙ୍କର: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ

ଦାରିଙ୍ଗବାଡି, ୨୯/୪(ଅରୁଣ ସାହୁ):କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଲୋହରା ସାହିର ଶଙ୍କର ବିଶୋଇ (୪୦)ଙ୍କ ମୃତଦେହ ଦାରିଙ୍ଗବାଡିରେ ପହଞ୍ଚିଛି। ବୁଧବାର ସକାଳ ୮ଟା ସମୟରେ ମୃତଦେହ ତାଙ୍କ ଲୋହରା…

ବିପଦସଂକୁଳ ଅବସ୍ଥାରେ ବିଦ୍ୟୁତ ଖୁଣ୍ଟ: ମରାମତି ପାଇଁ ଦାବି

କେସିଙ୍ଗା,୨୯।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କିକିଆ ଗ୍ରାମ ପଞ୍ଚାୟତର ହରିଜନ ପଡା(ପୂର୍ବ)ରେ ଥିବା ବିଦ୍ୟୁତ ଖୁଣ୍ଟ ଦୀର୍ଘ ଦିନ ହେଲା ବିପଦସଂକୁଳ ଅବସ୍ଥାରେ…

ଡ୍ରେସିଂ ରୁମ୍‌ରେ ଇ-ସିଗାରେଟ୍‌ ଟାଣି ଚର୍ଚ୍ଚାରେ ଅଧିନାୟକ: ହେବ କି କାର୍ଯ୍ୟନୁଷ୍ଠାନ

ନୂଆଦିଲ୍ଲୀ,୨୯।୪: ରାଜସ୍ଥାନ ରୟାଲ୍ସ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ପ୍ରିମିୟମ ଲିଗ ୨୦୨୬ ମ୍ୟାଚ ସମୟରେ ଏକ ନୂତନ ବିବାଦ ଦେଖାଦେଇଛି। ରାଜସ୍ଥାନର ୨୪ ବର୍ଷୀୟ ଅଧିନାୟକ…

ଉତ୍ତରପ୍ରଦେଶର ବାନ୍ଦା ପ୍ରଥମ ଝାରସୁଗୁଡ଼ା ଦେଶର ଦ୍ୱିତୀୟ ଉତ୍ତପ୍ତ ସହର

ଭୁବନେଶ୍ୱର,୨୯।୪: ରାଜ୍ୟରେ ତାତି ଅସହ୍ୟ ହେବାରେ ଲାଗିଛି। ଗତ କିଛିଦିନ ଧରି ଲଗାତର ଭାବେ ଝାରସୁଗୁଡ଼ାର ତାପମାତ୍ରା ୪୪ ଡିଗ୍ରୀ ଅତିକ୍ରମ କରିବା ସହ ରାଜ୍ୟର ସବୁଠୁ…

ଯାତ୍ରୀବାହୀ ଡଙ୍ଗାକୁ ବିପଦ ଡ୍ରେଜିଂ ଭେସଲର: ପଦକ୍ଷେପ ନେବାକୁ ଦାବିକଲେ ଅଞ୍ଚଳବାସୀ

ମହାକାଳପଡ଼ା, ୨୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀ-ବାହାକୁଦ-ମୂଷାଡ଼ିଆ ଫେରିଘାଟରେ ଯାତ୍ରୀବାହୀ ଡଙ୍ଗା ଚଳାଚଳକୁ ନେଇ ଆଶଙ୍କା ସୃଷ୍ଟି ହୋଇଛି। ଏକ ସପ୍ତାହଧରି…

ଧୁବେଲ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଦାବି

ଲୋଇସିଂହା,୨୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସାଲେଭଟା ଗ୍ରାମର ପୋଖରୀ(ଧୁବେଲ ବନ୍ଧ )ପୁନରୁଦ୍ଧାର କାର୍ଯ୍ୟ ପାଇଁ ପ୍ରଶାସନିକ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାୟ ୨ ମାସ…

ଦିନରେ ଚୁଟି ବେପାର, ରାତିରେ ଚୋରି: ଆନ୍ତଃରାଜ୍ୟ ଲୁଟେରାଙ୍କୁ ବାନ୍ଧିଲା ପୋଲିସ

ଭୋଗରାଇ, ୨୯ା୪(ପ୍ରଦୀପ ଦାସ):ଦିନରେ ଘର ଘର ବୁଲି ଚୁଟି ବେପାର କରୁଥିଲେ। ରାତି ହେଲେ ଘରେ ପଶି ଟଙ୍କା ପଇସା, ସୁନାଗହଣା ଲୁଟ୍‌ କରି ଚମ୍ପଟ ମାରୁଥିଲେ।…

ଆଜି ରଥ ନିର୍ମାଣ କାର୍ଯ୍ୟର ନବମ ଦିନ

ପୁରୀ,୨୯ା୪: ଆଜି ରଥ ନିର୍ମାଣ କାର୍ଯ୍ୟର ନବମ ଦିନ। ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥଖଳାରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ନିମନ୍ତେ ରଥ ନିର୍ମାଣ କାର୍ଯ୍ୟ ଜାରି ରହିଛି। ରଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri