ପୂଜା ସମୟରେ କାଳୀ ମୂର୍ତ୍ତିଙ୍କଠାରୁ ବାହାରେ ଝାଳ…

ମଧ୍ୟପ୍ରଦେଶର ଜବଲପୁରରେ ମାତା କାଳୀଙ୍କର ଏକ ପୁରାତନ ମନ୍ଦିର ରହିଛି। ଏହା ଏକ ଚମତ୍କାରୀ ମନ୍ଦିର। ଏଠାରେ ଗରମ ହେଲେ କାଳୀ ମୂର୍ତ୍ତିଙ୍କଠାରୁ ଝାଳ ବାହାରିଥାଏ। ଏଥିପାଇଁ ମନ୍ଦିରର ଖ୍ୟାତି ରହିଛି । ପ୍ରାୟ ୬ ଶହ ବର୍ଷ ପୂର୍ବେ ଗୋଣ୍ଡଓ୍ବାନା ରାଜାଙ୍କ ସମୟରେ ମାତାଙ୍କ ମୂର୍ତ୍ତି ସ୍ଥାପନ କରାଯାଇଥିଲା ବୋଲି ସ୍ଥାନୀୟ ଲୋକେ କୁହନ୍ତି। କାଳୀ ମୂର୍ତ୍ତିଙ୍କଠାରୁ ଝାଳ ବାହାରିବାର କାରଣ ଖୋଜିବାକୁ ଅନେକ ଗବେଷକ ଚେଷ୍ଟା କରିଛନ୍ତି। ମାତ୍ର ଏହାର ଉତ୍ତର ଏପର୍ଯ୍ୟନ୍ତ ମିଳିପାରିନାହିଁ। ଫଳରେ ଏବେ ମଧ୍ୟ ମନ୍ଦିରର ଏହି ରହସ୍ୟ ଭେଦ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ର-ଶନିଙ୍କ ବଡ଼ ଯୋଗ: ଏହି ୪ ରାଶି ପାଇଁ ସୁବର୍ଣ୍ଣ ସୁଯୋଗ, ଘଟିବ ଏଭଳି ଯାହା କେବେ…

ଶୁକ୍ର ଗ୍ରହ ଏବଂ ଶନି ଗ୍ରହ ୨୧ ଅଗଷ୍ଟ ୨୦୨୬, ଶୁକ୍ରବାର ସନ୍ଧ୍ୟା ୬ଟା ୧୦ ମିନିଟରେ ପରସ୍ପର ୧୮୦ ଡିଗ୍ରୀରେ ଅବସ୍ଥାନ କରିବେ। ଏହି ସମୟରେ…

ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି

ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ…

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ଏକାସାଙ୍ଗରେ ଗଠନ ହେବ ୬ ଗ୍ରହଙ୍କ ବିରଳ ମହାସଂଯୋଗ: ମାଲାମାଲ ହେବେ କର୍କଟ ସମେତ ଏହି ୬ ରାଶି

ଗ୍ରହ ଗୋଚର ଦୃଷ୍ଟିରୁ ସେପ୍ଟେମ୍ବର ମାସର ପ୍ରଥମ ତାରିଖ ଅତ୍ୟନ୍ତ ବିଶେଷ ଏବଂ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ଦିନ କେବଳ ଗୋଟିଏ କିମ୍ବା ଦୁଇଟି ନୁହେଁ, ବରଂ…

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri