ପୂର୍ତ୍ତ ବିଭାଗ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ପାଇଁ ସଚେତନ ଅଭିଯାନ

କର୍ଲାମୁଣ୍ଡା,୨୨।୯(ଡି.ଏନ.ଏ.)
କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରେ ପୂର୍ତ୍ତ ବିଭାଗ ପକ୍ଷରୁ ଶନିବାର ପ୍ଲାଷ୍ଟିକ ମୁକ୍ତ ପାଇଁ ସଚେତନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ପ୍ଲାକାର୍ଡ ଓ ବ୍ୟାନର ଧରୀ ବିଭାଗୀୟ କର୍ମଚାରୀଙ୍କ ସମେତ ସ୍ଥାନୀୟ ଯୁବସ୍ବେଚ୍ଛା ସେବୀମାନେ ସାମିଲ ହୋଇ କର୍ଲାମୁଣ୍ଡା ଶିଶୁ ମନ୍ଦିର ଛକଠାରୁ ଆମତ୍ା କାର୍ଯ୍ୟାଳୟ ପର୍ଯ୍ୟନ୍ତ ଶୋଭାଯାତ୍ରାରେ ଯାଇ ପ୍ଲାଷ୍ଟିକ ସାମଗ୍ରୀ ବ୍ୟବହାର ନ କରିବା ଉପରେ ସଚେତନ ସୃଷ୍ଟି କରିଥିଲେ। ଏଥିରେ ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଭୁବନେଶ୍ୱର ଶବର, ସହକାରୀ ଯନ୍ତ୍ରୀ ରାଜ କିଶୋର ପାତ୍ର, କନିଷ୍ଠଯନ୍ତ୍ରୀ ଚକ୍ରଧର ବେହେରା, ସାମାଜିକ କର୍ମୀ ଶିବଲାଲ କେଡିଆ, ରିଷିଡା ନାଏବ ସରପଞ୍ଚ କୈଳାସ ପାତ୍ର, ଘନଶ୍ୟାମ ସାହୁ, ମିତ୍ରଭାନୁ ସାହୁ, ବିନୋଦ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ରିଷିଡାଠାରେ ମଧ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ ସଚେତନ ଓ ସଫେଇ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri