Posted inଖେଳ

ପୂର୍ବ କ୍ରିକେଟରଙ୍କ ବିବାଦୀୟ ବୟାନ: ଆମ ପାଖରେ ପରମାଣୁ ବୋମା ଅଛି ଭାରତକୁ ଧ୍ୱଂସ କରିଦେବୁ

ଶ୍ରୀନଗର, ୨୦।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଠିବା ପରେ ପାକିସ୍ତାନ ବିଚଳିତ ହୋଇପଡିଛି। ପାକିସ୍ତାନ ନେତାଙ୍କଠାରୁ ଆରମ୍ଭ କରି କ୍ରିକେଟରମାନେ ମଧ୍ୟ ଏହାକୁ ନେଇ ବିବାଦୀୟ ବୟାନ୍‌ ଦେଉଛନ୍ତି। ଶାହିଦ୍‌ ଆଫ୍ରିଦ୍‌, ସୋଏବ ଅଖତର ଏବଂ ସରଫରାଜ ଅହମ୍ମଦଙ୍କ ପରେ ଏବେ ପୂର୍ବତନ କ୍ରିକେଟର ଜାଭେଦ ମିଆଁଦାଦ୍‌ ବିବାଦୀୟ ବୟାନ ଦେଇଛନ୍ତି। ଜମ୍ମୁ-କଶ୍ମୀର ପ୍ରସଙ୍ଗକୁ ନେଇ ସେ କହିଛନ୍ତି, ଯଦି ଯନ୍ତ୍ରପାତିର ଲାଇସେନ୍ସ ଆପଣଙ୍କ ପାଖରେ ଅଛି ତେବେ ଆକ୍ରମଣ କରିବା ଉଚିତ। ଯେତେବେଳେ ଘରେ ଘରେ ଯାଇ ମୃତଦେହ ପହଞ୍ଚିବ ସେତେବେଳେ ସେମାନେ ବୁଝିପାରିବେ ବୋଲି କହିଛନ୍ତି। ଭାରତ ଏକ ଭୟାଳୁ ଦେଶ। ଆଜି ପର୍ଯ୍ୟନ୍ତ ସେମାନେ କ’ଣ କରିଛନ୍ତି। ଆମ ପାଖରେ ପରମାଣୁ ବୋମା ଅଛି। ସୁଯୋଗ ଦେଖି ସଫା କରିଦେବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଦାରୁବିଗ୍ରହଙ୍କ ନୀଳାଦ୍ରିବିଜେ: ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ରସଗୋଲା ଦେବେ ମହାପ୍ରଭୁ

ପୁରୀ,୨୭ା୭ (ଅଜିତ୍‌ କୁମାର ମହାନ୍ତି): ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ…

ସମୁଦ୍ର ପଥ ପୁଣି ଅଶାନ୍ତ! ଜାହାଜ ଉପରେ ଆକ୍ରମଣ ପରେ, ଇରାନର ବଡ଼ ଚେତାବନୀ

ତେହରାନ,୨୭।୭: କାସ୍ପିଆନ ସାଗରରେ ଏକ ଇରାନୀ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ପରେ ଇରାନ ଏବଂ ୟୁକ୍ରେନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଇରାନ ୟୁକ୍ରେନକୁ କଡ଼ା…

ଆଜି ଜିଲାରେ ସବୁ ସ୍କୁଲ ଛୁଟି, ଜିଲାପାଳ ନିର୍ଦ୍ଦେଶ ଦେଇ କହିଲେ…

କେନ୍ଦ୍ରାପଡା,୨୭ା୭(ଜଗନ୍ନାଥ ଧଳ): ବଙ୍ଗୋପସାଗରରେ ଲଘୁଚାପ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପାଣିପାଗ ବିଶେଷଜ୍ଞଙ୍କ ପୂର୍ବ ଅନୁମାନଯେ ଆସନ୍ତା ସୋମବାର କେନ୍ଦ୍ରାପଡା ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଅଛି।…

ଋଣ ନେଇ ଅପେକ୍ଷା କରିଛନ୍ତି ଗ୍ରାହକ, ମିଳୁନି ବିଦ୍ୟୁତ ସଂଯୋଗ, କାମ୍ପା ଇନ୍ଫ୍ରା ସୋଲାର କମ୍ପାନୀ ବିରୋଧରେ ଗ୍ରାହକଙ୍କ ଠକେଇ ଅଭିଯୋଗ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କେନ୍ଦ୍ର ସରକାରଙ୍କ ସୋଲାର ଶକ୍ତି ପ୍ରୋତ୍ସାହନ ଯୋଜନା ମାଧ୍ୟମରେ, ବିଦ୍ୟୁତ ଉପଭୋକ୍ତାଙ୍କୁ ସ୍ବଳ୍ପ ଖର୍ଚ୍ଚରେ ବିଦ୍ୟୁତ ସୁବିଧା ଯୋଗାଇ ଦେବା ପାଇଁ, ଘରକୁ ଘର…

‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!

ନୂଆଦିଲ୍ଲୀ,୨୭।୭: NEET ପେପର୍‌ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା…

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri