ପୂର୍ବତଟ ରେଳପଥକୁ ଦୁଇ ପୁରସ୍କାର

ଭୁବନେଶ୍ୱର,୨-୮:ପୂର୍ବତଟ ରେଳପଥକୁ ସମ୍ମାନଜନକ ଆକାଉଣ୍ଟସ ଓ ଫାଇନାନ୍ସ ମ୍ୟାନେଜମେଣ୍ଟ ଶୀଲଡ଼ ଓ କମ୍ପ୍ରେହେନସିଭ ହେଲ୍‌ଥ କେୟାର ଶିଲଡ଼ ପୁରସ୍କାର ପ୍ରଦାନ କରାଯାଇଛି। ମୁମ୍ବାଇଠାରେ ଆୟୋଜିତ ରାଷ୍ଟ୍ରୀୟ ସ୍ତରୀୟ ରେଳବାଇ ପୁରସ୍କାର ବିତରଣ ଉତ୍ସବରେ ଦକ୍ଷତା ଲାଗି ରେଲଓ୍ବେ ଏହି ପୁରସ୍କାର ଲାଭ କରିଛି। ରେଳ ବୋର୍ଡ ଅଧ୍ୟକ୍ଷ ବିନୋଦ କୁମାର ଯାଦବ ପୂର୍ବତଟ ରେଳପଥକୁ ଉକ୍ତ ପୁରସ୍କାର ପ୍ରଦାନ କରିଛନ୍ତି I ପୂର୍ବତଟ ରେଳପଥର ମହାପ୍ରବନ୍ଧକ ବିଦ୍ୟା ଭୂଷଣ ଓ ରେଳପଥର ପ୍ରମୁଖ ବିତ୍ତ ଉପଦେଷ୍ଟା ଓ ମୁଖ୍ୟ ଲେଖା ଅଧିକାରୀ ରବି ଶଙ୍କର ମିତ୍ର ରେଳବାଇ ବୋର୍ଡ ଅଧ୍ୟକ୍ଷଙ୍କଠାରୁ ଫାଇନାନ୍ସ ମ୍ୟାନେଜମେଣ୍ଟ ଶୀଲଡ଼ ଗ୍ରହଣ କରିଥିବାବେଳେ ମହାପ୍ରବନ୍ଧକ ଶ୍ରୀ ବିଦ୍ୟାଭୂଷଣ ଓ ରେଳପଥର ପ୍ରମୁଖ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡ଼ଃ. ସୁକାନ୍ତ କୁମାର ମହାନ୍ତି କମ୍ପ୍ରେହେନସିଭ ହେଲଥ କେୟାର ଶୀଲଡ଼ ଗ୍ରହଣ କରିଥିଲେ I


Enter your email to get our daily news in your inbox.

All Right Reserved By Dharitri.Com

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

୯୦ ବର୍ଷ ଧରି ଓଡ଼ିଶା ଜୁଏଲେରି ବଜାରରେ ‘ଟ୍ରେଣ୍ଡ ସେଟର’ ପାଲଟିଛି ଖିମ୍‌ଜୀ ଦୟାଭାଇ ଗ୍ରୁପ

ଭୁବନେଶ୍ୱର,୨।୧୦: ଆବହମାନ କାଳରୁ ସୁନା ଓ ଅନ୍ୟାନ୍ୟ ମୂଲ୍ୟବାନ୍‌ ଧାତୁ ନିର୍ମିତ ଗହଣା ଚାହିଦା ଭାରତୀୟ ପରମ୍ପରାର ଅଂଶ ହୋଇ ରହିଆସିଛି । କିନ୍ତୁ ସମୟାନୁସାରେ ଅଳଙ୍କାର…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ସେନ୍‌ସେକ୍ସ, ନିଫ୍ଟିରେ ୨୫ ବର୍ଷର ସବୁଠୁ ବଡ଼ ସାପ୍ତାହିକ ହ୍ରାସ

ମୁମ୍ବାଇ,୨।୧୦(ପି.ଟି./ରଏଟର୍ସ): ଗୁରୁବାର କାରବାର ଶେଷସୁଦ୍ଧା ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟ ୩୧ ପଇସା ହ୍ରାସ ପାଇ ୯୬.୨୫ରେ ବନ୍ଦ ହୋଇଛି, ଯାହା ଗତ ଦୁଇ…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?