ପୂର୍ବତନ ଏସ୍‌ଇଓଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ

ଫୁଲବାଣୀ ଅଫିସ, ୬ା୩-ଏକ ଲାଞ୍ଚ ମାମଲାର ବିଚାର କରି ଫୁଲବାଣୀ ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ସତ୍ୟପୀର ମିଶ୍ର କ.ନୂଆଗାଁ ବ୍ଲକର ପୂର୍ବତନ ସାମାଜିକ ଶିକ୍ଷା ସଙ୍ଗଠକ (ଏସ୍‌ଇଓ) ନବକେଶି ଦେଶୀନାୟକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି ତାଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଏହା ଅନାଦେୟ ଅଧିକ ୬ ମାସ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରଛନ୍ତି। କ.ନୂଆଗାଁ ବ୍ଲକ ଅଞ୍ଚଳରେ ପଦ୍ମଚରଣ ସାହୁ ନାମକ ଜଣେ ବ୍ୟକ୍ତି ବିଦ୍ୟାଳୟଗୁଡିକର ମଧ୍ୟାହ୍ନଭୋଜନ ପାଇଁ ଅଣ୍ଡା ଯୋଗାଉଥିଲେ ା ସେ ବାବଦକୁ ସରକାରଙ୍କଠାରୁ ପଦ୍ମଚରଣ ୭୪ ହଜାର ୯୦ ଟଙ୍କା ପାଇବାର ଥିଲା ା ଏହି ଟଙ୍କାର ବିଲ୍‌ କରିଦେବା ପାଇଁ ଦାୟିତ୍ୱରେ ଥିବା ନବକେଶି ଦେଶୀନାୟକଙ୍କୁ ସେ ଅନୁରୋଧ କରିଥିଲେ ା ଏଥିପାଇଁ ଦେଶୀନାୟକ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ା ତେବେ ୮ ହଜାର ଟଙ୍କା ଦେବାକୁ କଥା ଛିଡିଥିଲା। ପଦ୍ମଚରଣ ଏ ନେଇ ୨୦୧୪ ଜୁଲାଇ ୨୨ରେ ବ୍ରହ୍ମପୁର ଭିଜିଲାନ୍ସରେ ଅଭିଯୋଗକ୍ରମେ ନଂ.୩୨/୧୪ରେ ମାମଲା ରୁଜୁ ହୋଇଥିଲା ା ୨୩ରେ ପଦ୍ମଚରଣ ଲାଞ୍ଚ ଟଙ୍କା ଦେଶୀନାୟକଙ୍କୁ ତାଙ୍କ ଅଫିସରେ ଦେବା ବେଳେ ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ କର୍ମଚାରୀ ସେଠାରେ ପହଞ୍ଚି ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?