ପୂର୍ବତନ କଂଗ୍ରେସ ଜିଲା ସଭାପତିଙ୍କ ପରଲୋକ

ଭବାନୀପାଟଣା,୧୮।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରର କଂଗ୍ରେସର ପୂର୍ବତନ ଜିଲା ସଭାପତି ହାଇଦର ଅଲ୍ଲୀ (୭୨)ଙ୍କ ମଙ୍ଗଳବାର ହୃଦ୍‌ଘାତରେ ପରଲୋକ ଘଟିଛି। ମଧ୍ୟାହ୍ନରେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଅପରାହ୍ନରେ ତାଙ୍କର ମୃତ୍ୟୁ ଘଟିଥିଲା। ସ୍ବର୍ଗତ ଅଲ୍ଲୀ ୧୯ ବର୍ଷ ଜିଲା କଂଗ୍ରେସର ସଭାପତି ଥିବା ବେଳେ ଅନେକ ବର୍ଷ ଧରି ଜିଲା ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟକରି କଂଗ୍ରେସକୁ ଆଗକୁ ନେବାକୁ ସହାୟକ ହୋଇଥିଲେ। ତାଙ୍କ ପରଲୋକରେ ବହୁ ରାଜନେତାଙ୍କ ସହ ଅଞ୍ଚଳବାସୀ ଶୋକ ପ୍ରକାଶ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେପର ବ୍ୟାଗ୍‌: ବର୍ତ୍ତମାନର ଜରୁରୀ ଆବଶ୍ୟକତା

ପ୍ରତିବର୍ଷ ଜୁଲାଇ ୧୨ରେ ସାରା ବିଶ୍ୱରେ ପାଳନ ହୋଇଆସୁଛି ‘ବିଶ୍ୱ ପେପର(କାଗଜ) ବ୍ୟାଗ ଦିବସ’। ଚଳିତ ମାସ ଜୁଲାଇ ୩ରେ ‘ଅନ୍ତର୍ଜାତୀୟ ପ୍ଲାଷ୍ଟିକ ବ୍ୟାଗ ମୁକ୍ତ ଦିବସ’…

ଜଟିଳ ପ୍ରକ୍ରିୟା

ଆଇନଶୂନ୍ୟ ଦେଶଗୁଡ଼ିକର ମନମୁଖି ଶାସନ ପ୍ରତି ଲୋକମାନଙ୍କ ମନରେ ଗଭୀର ଆତଙ୍କ ରହିଥାଏ। ଏଥିରେ ନିଷ୍ଠୁରତାକୁ ଏକ ପ୍ରକ୍ରିୟା ଭାବରେ ଦର୍ଶାଯାଇ ଲୋକଙ୍କୁ ନିର୍ଯାତନା ଦିଆଯାଇଥାଏ। ଏବେ…

୧୩ହଜାର ଫୁଟ ଉଚ୍ଚତାରେ ସ୍ୱାମୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ସ୍ତ୍ରୀ

ବର୍ଲିନ, ୧୨ା୭: ଏକ ଯାତ୍ରୀବାହୀ ବିମାନ ଝରକା ଦେଇ ଜଣେ ୬୧ ବର୍ଷିୟ ବୃଦ୍ଧ ହଠାତ୍‌ ଟାଣି ହୋଇଯାଉଥିବାବେଳେ ଜୀବନକୁ ବାଜି ଲଗାଇ ସ୍ୱାମୀଙ୍କୁ ମୃତ୍ୟୁ ମୁଖରୁ…

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ…

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ: ଗର୍ଭଣା ଗ୍ରାମରେ ଉତ୍ତେଜନା, ମିଳିବ ୪ ଲକ୍ଷ ଟଙ୍କାର ସହାୟତା

ଭେଡେନ, ୧୧।୭ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଗର୍ଭଣା ଗ୍ରାମରେ ଶନିବାର ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ବିଦ୍ୟୁତ ସଂସ୍ପର୍ଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri