Posted inଖେଳ

ପୂର୍ବତନ ବାର୍ସିଲୋନା କୋଚ୍‌ଙ୍କ ୯ବର୍ଷୀୟ ଝିଅର ମୃତ୍ୟୁ

ମାଡ୍ରିଡ୍‌,୩୦।୮: ପୂର୍ବତନ ସ୍ପାନିସ କୋଚ୍‌ ଲୁଇସ ଏନ୍‌ରିକ୍ୟୁଙ୍କ ୯ ବର୍ଷୀୟା ଝିଅ ଜାନାଙ୍କ ମୃତ୍ୟୁ ଘଟିଛି। ସେ ଅସ୍ଥି ଜନିତ କର୍କଟ ରୋଗରେ ପୀଡ଼ିତ ଥିଲେ। ଝିଅ ଜାନା ସହ ଅଧିକ ସମୟ ବିତାଇବା ଲାଗି ଏନ୍‌ରିକ୍ୟୁ ଗତ ଜୁନ୍‌ରେ ସ୍ପେନ୍‌ ଜାତୀୟ ଦଳର କୋଚ୍‌ ପଦତ୍ୟାଗ କରିଥିଲେ। ସେ ୫ ମାସ ଧରି ଅସ୍ଥି କର୍କଟ ରୋଗରେ ପୀଡ଼ିତ ଥିଲେ। ସାଣ୍ଟ ଜୋଅନ ଡେ ଡେଉ ଓ ସାଣ୍ଟ ପାଉ ମେଡିକାଲର ଡାକ୍ତର, ଷ୍ଟାଫ, ନର୍ସ ଓ ସମସ୍ତ ଭଲ୍ୟୁଣ୍ଟିୟରଙ୍କ କାର୍ଯ୍ୟ ପାଇଁ ଧନ୍ୟବାଦ ବୋଲି ଏନ୍‌ରିକ୍ୟୁ କହିଛନ୍ତି। ସ୍ପେନ୍‌ର ଷ୍ଟାର ଟେନିସ ଖେଳାଳି ରାଫାଲ ନାଡାଲ ଓ ବାର୍ସିଲୋନା ପକ୍ଷରୁ ଦୁଃଖ ପ୍ରକାଶ କରିଛନ୍ତି। ଉଲ୍ଲେଖଥାଉ କି, ଏନ୍‌ରିକ୍ୟୁ ଖେଳାଳି ଓ କୋଚ୍‌ ଭାବେ ଦୁଇ ଥର ଲା ଲିଗା ଲିଗ୍‌ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri