ପୂର୍ବତନ ବିଧାୟକ ପୁରସ୍ତମ ସେଠୀଙ୍କ ପରଲୋକ

ଭଣ୍ଡାରିପୋଖରୀ, ୯ା୩(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀର ପୂର୍ବତନ ବିଧାୟକ ପୁରସ୍ତମ ସେଠୀଙ୍କ ସୋମବାର ସକାଳ ସାଢେ ୭ଟା ବେଳେ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ଧରି ରୋଗରେ ପୀଡିତ ଥିଲେ। ସେଠୀ ୧୯୮୦-୮୫ ରେ ଭଣ୍ଡାରିପୋଖରୀ ବିଧାୟକ, ୧୯୮୫-୯୦ ଅବିଭକ୍ତ ବାଲେଶ୍ୱର ଜିଲାର ଜାତୀୟ କଂଗ୍ରେସ ଜିଲା ସଭାପତି, ବିଭିନ୍ନ କର୍ପୋରେଶନ ଅଧ୍ୟକ୍ଷ କାର୍ଯ୍ୟ କରି ବେଶ ସୁନାମ ଅର୍ଜନ କରିଥିଲେ। ସେଠୀଙ୍କ ମୃତ୍ୟୁ ଖବର ପାଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିଲା। ସ୍ବର୍ଗତ ସେଠୀଙ୍କ ଘର ଭଣ୍ଡାରିପୋଖରୀ ବ୍ଲକ ସାନ ଶାସନ ପଞ୍ଚାୟତ ରାଣୀପଡା ଗ୍ରାମରେ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri