Posted inଖେଳ

ପୂର୍ବତନ ଭାରତୀୟ ଓପନର୍‌ଙ୍କ ପରଲୋକ

ନୂଆଦିଲ୍ଲୀ, ୨୩।୯: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ୍‌ ମାଧବ ଆପ୍ଟେଙ୍କ ସୋମବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ବର୍ଷ ହୋଇଥିଲା। ଅନେକ ଦିନ ହେବ ସେ ଅସୁସ୍ଥ ହୋଇ ମୁମ୍ବାଇର ବ୍ରିଜ୍‌ କେଣ୍ଡି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଅକ୍ଟୋବର ୫ ୧୯୩୨ରେ ସେ ଜନ୍ମଗ୍ରହଣ କରିଥିଲେ। ୧୯୫୦ ଜଣେ ଓପନର୍‌ ଭାବେ ଭାରତୀୟ ଟେଷ୍ଟ ଦଳରେ ସାମିଲ ହୋଇଥିଲେ। ଭାରତ ପାଇଁ ସେ ୭ଟି ଟେଷ୍ଟ ଖେଳି ୪୯.୫ ହାରରେ ୫୪୨ ରନ କରିଥିଲେ। ଏହାସହ ପ୍ରଥମଶ୍ରେଣୀ କ୍ରିକେଟ ମଧ୍ୟ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫:ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା ହୁତୁହୁତୁ ହୋଇ…

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା…

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri