ପୂର୍ବତନ ମୁଖ୍ୟ ଶାସନ ସଚିବ ଏଲ୍‌.ଆଇ ପରିଜାଙ୍କ ପରଲୋକ

କଟକ ଅଫିସ, ୨୬।୮: ପୂର୍ବତନ ମୁଖ୍ୟ ଶାସନ ସଚିବ ଏଲ୍‌.ଆଇ ପରିଜାଙ୍କର ସୋମବାର ସକାଳେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା। କଟକର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ଖାତନାମା ବୈଜ୍ଞାନିକ ପ୍ରାଣକୃଷ୍ଣ ପରିଜାଙ୍କ ପୁଅ ଥିଲେ। ତାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ୟୁଟି ସାରି ବାଇକ୍‌ରେ ଫେରୁଥିଲେ, ଅଟୋ ସହ ହେଲା ମୁହାଁମୁହିଁ ଧକ୍କା: ଚାଲିଗଲା କନଷ୍ଟେବଳଙ୍କ ଜୀବନ

ଗୁଣପୁର,୧୮।୮(ସୁଜାତା ପାଢ଼ୀ)- ରାୟଗଡ଼ା ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ପୋଲିସ କନଷ୍ଟେବଳଙ୍କ ପ୍ରାଣହାନି ହୋଇଛି। କୁମ୍ଭିକୋଟା ଫାଣ୍ଡିରେ କାର୍ଯ୍ୟରତ କନଷ୍ଟେବଳ କିଶୋର ପତି (୫୦)…

ଦୁଇଗୁଣ ଲାଭର ପ୍ରଲୋଭନ ଦେଇ ୫୩ ଲକ୍ଷ ଧାର ନେଇଥିଲେ, ଫେରସ୍ତ ବେଳକୁ ଚେକ୍‌ ବାଉନ୍ସ: ଅଭିଯୁକ୍ତଙ୍କୁ ବର୍ଷେ ଜେଲଦଣ୍ଡ ସହ…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (JMFC) କୋର୍ଟରେ ଏକ ଚେକ୍ ବାଉନ୍ସ ମାମଲାର ଚୂଡ଼ାନ୍ତ ଶୁଣାଣି ହୋଇଛି।…

୨୦୨୫ ପାଇଁ ଖେଳରତ୍ନ ପୁରସ୍କାର ନାହିଁ, ତେଜସ୍ବିନ, ଦିବ୍ୟା, ଗାୟତ୍ରୀଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍‌ଙ୍କୁ ସମାନ୍‌ଜନକ ଧ୍ୟାନ୍‌ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ପାରଳାଖେମୁଣ୍ଡିର ବିକାଶ ପାଇଁ ସ୍ବର ଉଠାଇଲେ ବିଧାୟକ ରୂପେଶ: ବୃନ୍ଦାବନ ପ୍ୟାଲେସ ଉନ୍ନତି, ୩ ବସ୍‌ଷ୍ଟାଣ୍ଡ ପାଇଁ…

ପାରଳାଖେମୁଣ୍ଡି, ୧୮।୮(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ପର୍ଯ୍ୟଟନ ଓ ଯାତାୟାତ ବ୍ୟବସ୍ଥାକୁ ଏକ ନୂତନ ଦିଗ ଦେବା ପାଇଁ ବିଧାନସଭାରେ ଦାବି ଉଠାଇଛନ୍ତି ସ୍ଥାନୀୟ ବିଧାୟକ ରୂପେଶ କୁମାର…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଅଭିଯୁକ୍ତ ଗିରଫ, ବହୁ ଜାଲିଆତି ସାମଗ୍ରୀ ଜବତ

ଛତ୍ରପୁର, ୧୮।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପ ଟ୍ଟନାୟକ): ବେକାର ଯୁବକ-ଯୁବତୀଙ୍କୁ ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ଜାଲିଆତି ଚକ୍ରର ପର୍ଦ୍ଦାଫାସ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri