Posted inଜାତୀୟ

ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ୍‌ ଯୋଗୀଙ୍କ ପୁଅ ଗିରଫ

ରାୟପୁର,୩।୯: ଜାଲ୍‌ ପ୍ରମାଣପତ୍ର ମାମଲାରେ ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ପୁଅ ଅମିତଙ୍କୁ ମଙ୍ଗଳବାର ପୋଲିସ ତାଙ୍କ ବାସଭବନରୁ ଗିରଫ କରିଛି। ଅମିତ ପ୍ରମାଣପତ୍ରରେ ନିଜ ଜାତି, ଜନ୍ମସ୍ଥାନ ଏବଂ ତିଥି ଭୁଲ୍‌ ଦେଇଥିବା ଅଭିଯୋଗ ହୋଇଥିଲା। ଗତ ଫେବ୍ରୁଆରୀ ମାସରେ ଧାରା ୪୨୦ ଅନୁଯାୟୀ ତାଙ୍କ ନାଁରେ ମାମଲା ରୁଜୁ ହୋଇଥିଲା। ସୂଚନାଯୋଗ୍ୟ, ୨୦୧୩ରେ ବିଧାନସଭା ନିର୍ବାଚନବେଳେ ତାଙ୍କ ଜାଲ୍‌ ପ୍ରମାଣ ପତ୍ର ଅଭିଯୋଗ ଆଣିଥିଲେ ଭାଜପା ସମୀର ପାଇକ୍ରା। ଅମିତ୍‌ ନିର୍ବାଚନ ଲଢିବାବେଳେ ନିଜ ଜନ୍ମବର୍ଷ ୧୯୭୮ ଏବଂ ଜନ୍ମସ୍ଥାନ ସାରବହରା ଗୌରେଲା ଦର୍ଶାଇଥିଲେ। କିନ୍ତୁ ପ୍ରକୃତରେ ତାଙ୍କ ଜନ୍ମ ୧୯୭୭ ମସିହା ଆମେରିକାର ଟେକ୍ସାସରେ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri