ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କରଗୋଳା ଗ୍ରାମବାସୀ, କହିଲେ…

ହାଟଡିହୀ,୨୪l୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବୈତରଣୀ ନଦୀରୁ ବେଆଇନ ଭାବେ ବାଲି ମାଫିଆମାନେ ବ୍ୟାପକ ବାଲି ଚୋରା ଚାଲାଣ ହେଉଥିବା ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କରଗୋଳା ଗ୍ରାମବାସୀ ଭେଟି ଘଟଣା ସମ୍ପର୍କରେ ଜଣାଇଛନ୍ତି । ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠି ଗ୍ରାମବାସୀଙ୍କ ସହ ସାମିଲ ଥିଲେ ।ବିଧାୟକ ସେଠି କହିଛନ୍ତି, ଯେ ପ୍ରଶାସନ ସଠିକ ଢଙ୍ଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ।ତେଣୁ ବାଲି ମାଫିଆ ମାନେ ନିଧଡ଼କ ଭାବେ ବାଲି ଚୋରା ଚାଲାଣ କରୁଛନ୍ତି।ଉକ୍ତ ପ୍ରସଙ୍ଗକୁ ଅନୁଧ୍ୟାନ କରାଯିବ ବୋଲି ନବୀନ ପଟ୍ଟନାୟକ ଗ୍ରାମବାସୀଙ୍କୁ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ପିତାଙ୍କୁ ମିଳିଲା ‘ବାବାଜୀ ଚରଣ ଜେନା ସ୍ମାରକୀ ସମ୍ମାନ’ ପ୍ରଦାନ, ଛୁଟିଲା ଶୁଭେଚ୍ଛାର ସୁଅ

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଟି.ଏମ୍. ଏକାଡେମୀ ଡଅଁର ହାଇସ୍କୁଲରେ ୨୦୨୬ ଶିକ୍ଷାବର୍ଷର ମାଟ୍ରିକ ପରୀକ୍ଷାରେ ସର୍ବାଧିକ ନମ୍ବର ରଖିଥିବା ଛାତ୍ରୀଙ୍କୁ ସମ୍ମାନ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri