Posted inଜାତୀୟ

ପୂର୍ବାହ୍ନ ୧୧ଟା ବଦଳରେ ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ଖୋଲି କହିବେ ‘ମନ୍‌ କି ବାତ୍‌’

ନୂଆଦିଲ୍ଲୀ,୨୩।୧: ଚଳିତ ଜାନୁୟାରୀ ୨୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ପରିବର୍ତ୍ତନ ଅଣାଯାଇଛି। ରବିବାର ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ୧୧ଟା ବଦଳରେ ସନ୍ଧ୍ୟା ୬ଟାରେ ନିଜର ମନର କଥା ଖୋଲି କହିବେ। ଏହି ଦିନ ସାଧାରଣତନ୍ତ୍ର ଦିବସ ପଡୁଥିବାରୁ ଅଲ୍‌ ଇଣ୍ଡିଆ ରେଡ଼ିଓ ପକ୍ଷରୁ ‘ମନ୍‌ କି ବାତ୍‌’ର ୬୧ତମ ସଂସ୍କରଣ କାର୍ଯ୍ୟକ୍ରମ ପ୍ରସାରଣ ସମୟରେ ଏଭଳି ପରିବର୍ତ୍ତନ କରାଯାଇଥିବା କୁହାଯାଉଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ପାଇଁ କିଛି ବାର୍ତ୍ତା ଦେଇପାରନ୍ତି ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri