ପୃଥକ୍‌ ଦୁର୍ଘଟଣାରେ ୨ ଗୁରୁତର

ଦାରିଙ୍ଗବାଡ଼ି,୧୬।୧(ଡି.ଏନ୍‌.ଏ): ଗୋଟିଏ ପଟେ ୩୧ ତମ ଜାତୀୟ ସଡ଼କ ସୁରକ୍ଷା ଦିବସ ପାଳନ କରାଯାଇ ଜନସଚେତନତା କରାଯାଉଥିବାବେଳେ ଅନ୍ୟପଟେ ଦୁର୍ଘଟଣା ବଢୁଛି। ଗୁରୁବାର ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ୨ଟି ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ ୨ ଜଣ ଗୁରୁତର ଆହତ ହେବାସହ ଜଣେ ଶିଶୁଙ୍କ ସମେତ ୫ଜଣ ଆହତ ହୋଇଛନ୍ତି। ଗୁରୁତରମାନେ ହେଲେ ବଡାଙ୍ଗିଆ ଗ୍ରାମର ଜିତୁ ବଳିଆରସିଂ ଏବଂ ଗାଙ୍ଗୁଲି ବଳିଆରସିଂ। ଜିତୁଙ୍କୁ ଦାରିଙ୍ଗବାଡ଼ି ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛଇ। ପୋଲିସ ଅଟୋ ଜବତ କରି ତଦନ୍ତ ଚଳାଇଛି। ୨ଟି ଯାକ ଅଟୋ ଦାରିଙ୍ଗବାଡ଼ି-ବ୍ରାହ୍ମଣୀଗଁା ରାସ୍ତା ଡୁଲୁରୀ ପାଇନବଣ ନିକଟ ଏବଂ ହେଲିପ୍ୟାଡ ପଡ଼ିଆ ନିକଟରେ ହୋଇଥିବା ପୋଲିସ ସୂତ୍ରରୁ ଜଣାପଡିଛି। ସେହିପରି ଦାରିଙ୍ଗବାଡ଼ି ଥାନା ଏବଂ କ.ନୂଆଗାଁ ଥାନା ସିମାବର୍ତ୍ତୀ ଲକଟି ଘାଟି ନିକଟରେ ଏକ ମାଲ୍‌ ବୋଝେଇ ଟ୍ରକ୍‌ (ନଂ.ଓଡି-୦୭ଜେ-୯୦୦୨) ଓଲଟି ଚାଳକ ସାମାନ୍ୟ ଆହତ ହୋଇଥିଲେ। ୫୯ ନଂ. ଜାତୀୟ ରାଜପଥରେ ଗାଡି ଚଳାଚଳ କିଛିସମୟ ପାଇଁ ବାଧାପ୍ରାପ୍ତ ହୋଇଥିଲା। ପୋଲିସ ପହଞ୍ଚତ୍ ଟ୍ରକଟିକୁ ରାଜପଥରୁ ହଟାଇବା ପରେ ଯାତାୟାତ ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri