ପୃଥିବୀ ଉପରେ ମାଡ଼ି ଆସୁଛି ବିପଦ: ଆମେରିକା-କାରିବିଅନ ଅଞ୍ଚଳରେ ଶକ୍ତିଶାଳୀ ଭୂକମ୍ପ ଆଶଙ୍କା !

ଓ୍ବାଶିଂଟନ୍‌,୧୮।୧: ପୃଥିବୀ ଉପରେ ଭୟଙ୍କର ବିପଦ ମାଡ଼ି ଆସୁଛି। ଆଗାମୀ ଦିନରେ ଦକ୍ଷିଣ ଆମେରିକା, କେନ୍ଦ୍ରୀୟ ଆମେରିକା, କାରିବିଅନର ପ୍ୟୁର୍ଟୋ ରିକୋ ଅଞ୍ଚଳରେ ଶକ୍ତିଶାଳୀ ଭୂକମ୍ପ ହେବାର ଆଶଙ୍କା ରହିଛି। ଏନେଇ ସେସ୍‌ମିକ୍‌ ଓ୍ବେବ୍‌ସାଇଟ୍‌ ଦାତ୍ରିଆନୁମ୍‌ ପକ୍ଷରୁ ସୂଚନା ଦିଆଯାଇଛି। ହେବାକୁଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬ରୁ ୭ କିମ୍ବା ୮ ରହିବ ବୋଲି ଓ୍ବେବସାଇଟ୍‌ରେ ଦର୍ଶାଯାଇଛି। ଏହି ରିପୋର୍ଟକୁ କେତେକ ଖଣ୍ଡନ କରି କହିଛନ୍ତି ଯେ, ଭୂକମ୍ପ ସମ୍ପର୍କରେ ପୂର୍ବରୁ ସୂଚନା ମିଳିବା ଅସମ୍ଭବ। ତେବେ ଏଭଳି ପୂର୍ବାନୁମାନ ସୋଲାର ସିଷ୍ଟମ୍‌ ଜୋମେଟ୍ରି ଇଣ୍ଡେକ୍ସ୍‌ ଦ୍ୱାରା ସମ୍ଭବ ବୋଲି ଓ୍ବେବସାଇଟ୍‌ର ପ୍ରତିଷ୍ଠାତା ଫ୍ରାଙ୍କ୍‌ ହୋଗେରବିଟସ୍‌ ସୂଚନା ଦେଇଛନ୍ତି। ଏହି ପୂର୍ବାନୁମାନ ନେଇ ଏବେ ବିଶ୍ୱବ୍ୟାପି ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ସୋମବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri