ପେଟ ସମସ୍ୟା ଦୂର କରେ ପାନମଧୁରୀ

ପାନମଧୁରୀକୁ ମାଉଥଫ୍ରେସନର୍‌ ଭାବେ ବ୍ୟବହାର କରାଯାଏ। ଏହାର ଅନେକ ଉପକାରୀ ଗୁଣ ମଧ୍ୟ ରହିଛି। ପାନ ମଧୁରୀ ଦୃଷ୍ଟିଶକ୍ତି, ହଜମ ଶକ୍ତି, କଫ ଭଳି ଶରୀରର ଅନେକ ସମସ୍ୟା ଦୂର କରିଥାଏ।

ନିିୟମିତ ପାନମଧୁରୀ ଖାଇଲେ ପେଟଜନିତ ସମସ୍ୟା ଯେପରିକି ଗ୍ୟାସ୍‌, ଏସିଡିଟି, ବଦହଜମି ଦୂର ହୋଇଥାଏ। ପାନମଧୁରୀ ଓ ମିଶ୍ରିକୁ ସମାନ ଭାବରେ ନେଇ ତାହାକୁ ଏକ ପାଉଡର ପ୍ରସ୍ତୁତ କରନ୍ତୁ। ସେହି ପାଉଡରକୁ ଗୋଟିଏ ଚାମଚ ରାତିରେ ଖାଇ ଉଷୁମ ପାଣି ପିଇ ଶୋଇଲେ ପେଟ ସମସ୍ୟା ଦୂର ହୋଇଥାଏ।

ପାନମଧୁରୀ ଖାଇଲେ ଦୃଷ୍ଟିଶକ୍ତି ମଧ୍ୟ ବଢିଥାଏ।

ଖାଦ୍ୟ ଖାଇ ସାରିବା ପରେ ପାନମଧୁରୀ ଖାଇଲେ ଖାଦ୍ୟ ସହଜରେ ହଜମ ହୋଇଯାଏ।

ପ୍ରତିଦିନ ସକାଳେ ଏବଂ ସନ୍ଧ୍ୟାରେ ପାନମହୁରୀ ଖାଇଲେ ତ୍ୱଚାରେ ଚମକ ଆସିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri