ପେଟ ସମସ୍ୟାରୁ ମୁକ୍ତି ଦିଏ ଏହିସବୁ ଖାଦ୍ୟ, ପାନୀୟ

ଆଧୁନିକ ଜୀବନଶୈଳୀ ଖାଦ୍ୟପେୟ ଜନିତ ପେଟ ସମସ୍ୟା ଦେଖାଯାଏ। ଏସିଡିଟି, ଗ୍ୟାସ, ଖାଦ୍ୟ ହଜମ ନ ହେବା ଆଦି ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥାଏ। ଏହିସବୁ ସମସ୍ୟାରୁ ମୁକ୍ତି ପାଇବା ପାଇଁ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେବାକୁ ପଡ଼ିବ। ତେବେ ଏପରି କିଛି ଖାଦ୍ୟ, ପାନୀୟ ଅଛି ଯାହାକୁ ଖାଇଲେ ପେଟ ସମସ୍ୟା ଦୂର ହୋଇଥାଏ। ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏହି କେତେକ ଖାଦ୍ୟ କେବଳ ଯେ ଗ୍ୟାସ ସମସ୍ୟା ଦୂର କରେ ତାହା ନୁହେଁ ବରଂ ଏହା ଶରୀରକୁ ପୁଷ୍ଟିକର ଆହାର ଯୋଗାଇ ଥାଏ। ତେବେ ଜାଣନ୍ତୁ ଏ ସମ୍ପର୍କରେ …

ତରଭୁଜ: ତରଭୁଜରେ ଲାଇକୋପିନ୍‌ ନାମକ ଏକ ଉପାଦାନ ରହିଥାଏ। ଏହାସହ ଏଥିରେ ୯୦ ପ୍ରତିଶତ ଜଳ ରହିଥାଏ ଯାହା ଗ୍ରୀଷ୍ମ ଦିନେ ଡିହାଇଡ୍ରେଶନକୁ ରୋକିଥାଏ। ଏହା କୋଷ୍ଠକାଠିନ୍ୟ ସମସ୍ୟା ମଧ୍ୟ ଦୂର କରିଥାଏ। ଏହାର ପେଷ୍ଟକୁ ମୁଣ୍ଡରେ ଲଗାଇବା ଫଳରେ ମୁଣ୍ଡବିନ୍ଧା ଦୂର ହୁଏ।

ଥଣ୍ଡା କ୍ଷୀର:
ଏସିଡିିଟି ସମସ୍ୟାରୁ ମୁକ୍ତି ପାଇବା ପାଇଁ ଥଣ୍ଡାକ୍ଷୀର ପିଇବା ଜରୁରୀ। ଏହା ପେଟ ଯନ୍ତ୍ରଣାକୁ ଦୂରକରିଥାଏ। କ୍ଷୀରରେ ମିଳୁଥିବା ଲାକ୍ଟିକ୍‌ ଏସିଡ୍‌ ପେଟ ସମସ୍ୟାରୁ ମୁକ୍ତି ଦେଇଥାଏ।

କଦଳୀ: ଗ୍ୟାସ ସମସ୍ୟାରୁ ମୁକ୍ତି ପାଇବା ଲାଗି କଦଳୀ ରାମବାଣ ଭଳି କାର୍ଯ୍ୟ କରିଥାଏ।
କଦଳୀରେ ମିଳୁଥିବା ଆଣ୍ଟି-ଅକ୍ସିଡାଣ୍ଟ ଏବଂ ପୋଟାସିୟମ୍‌ ଗ୍ୟାସ ସମସ୍ୟାକୁ ଦୂର କରିଥାଏ। କଦଳୀରେ ଥିବା ଟ୍ରାଇପଟୋଫାନ୍‌ ଆମିନୋ ଏସିଡ୍‌ ମାନସିକ ଚାପକୁ ହ୍ରାସ କରିଥାଏ । ଲଗାତାର କଦଳୀ ଖାଇବା ଦ୍ୱାରା କୋଷ୍ଠକାଠିନ୍ୟ ହୋଇ ନ ଥାଏ।

ପଇଡ଼ ପାଣି
ଗ୍ୟାସ ଦୂର କରିବାରେ ପଇଡ଼ ପାଣି ଅତ୍ୟନ୍ତ ଲାଭଦାୟକ। ଏହାକୁ ପିଇବାର କିଛି ସମୟ ପରେ ପେଟ ଜନିତ ସମସ୍ୟା ଦୂର ହୋଇଥାଏ। ଏଥି ସହିତ, ପଇଡ଼ ପାଣିରେ ଅଧିକ ପରିମାଣର ଫାଇବର ହେତୁ ହଜମ ପ୍ରକ୍ରିୟା ସହଜ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

ଭାରତ କଲା ଏମିତି ପାକିସ୍ତାନରେ ହାହାକାର! ହଠାତ୍‌ ସାରା ବିଶ୍ୱରେ ଚହଳ

ଇସଲାମବାଦ,୧୩।୬: ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ପାକିସ୍ତାନର ଅନେକ ସ୍ଥାନରେ ସ୍ପଷ୍ଟ ହେବାରେ ଲାଗିଛି। ସାମ୍ପ୍ରତିକ ରିପୋର୍ଟରୁ…

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri