Posted inଜାତୀୟ

ପେଟଯନ୍ତ୍ରଣା ପାଇଁ ଆସିଥିବା ରୋଗୀଙ୍କୁ ଡାକ୍ତରଙ୍କ କଣ୍ଡୋମ୍‌ ମେଡିସିନ୍‌

ରାଞ୍ଚତ୍,୨୮।୭: ଝାଡ଼ଖଣ୍ଡର ଏକ ସରକାରୀ ଡାକ୍ତରଖାନାରେ ଗୁରୁତର ତ୍ରୁଟି ପରିଲକ୍ଷିତ ହୋଇଛି। ଏଠାକୁ ଜଣେ ମହିଳା ପେଟଯନ୍ତ୍ରଣା ଲାଘବ ପାଇଁ ଆସିଥିବାବେଳେ ଡାକ୍ତର ପ୍ରେସ୍‌କ୍ରିପ୍‌ସନରେ କଣ୍ଡୋମ ଲେଖି ଦେଇଥିଲେ। ସୂଚନାଯୋଗ୍ୟ, ମହିଳାଙ୍କ ଅସହ୍ୟ ପେଟଯନ୍ତ୍ରଣା ହେଉଥିବାରୁ ସେ ପଶ୍ଚିମ ସିଂହଭୂମ ଜିଲାରେ ଥିବା ଘାଟଶିଳା ସରକାରୀ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଆସିଥିଲେ। ଏଠାରେ ଠିକା ଡାକ୍ତର ଭାବେ କାର୍ଯ୍ୟ କରୁଥିବା ଅଶରଫ ବଦାର ପ୍ରେସ୍‌କ୍ରିପ୍‌ସନରେ କଣ୍ଡୋମ ଲେଖି ଦେଇଥିଲେ। ମହିଳା ଜଣଙ୍କ ପ୍ରେସ୍‌କ୍ରିପ୍‌ସନ ନେଇ ଔଷଧ ଦୋକାନକୁ ଗଲା ପରେ କୌଣସି ଔଷଧ ନୁହେଁ, କଣ୍ଡୋମ ଲେଖାଥିବା ଦୋକାନୀ ଜଣଙ୍କ ମହିଳାଙ୍କୁ କହିଥିଲେ। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ବିଧାୟକ କୁଣାଳ ସାରଙ୍ଗୀ ଏହି ଘଟଣାକୁ ବିଧାନସଭାରେ ଉଠାଇଥିଲେ। ସମ୍ପୃକ୍ତା ମହିଳା ବରିଷ୍ଠ ଡାକ୍ତରଙ୍କୁ ଭେଟି ଏ ସମ୍ପର୍କରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?