ପେଟରେ ଷ୍ଟୋନ ସମସ୍ୟା ଦୂର କରେ କୋଳଥ ଡାଲି

ଆଜିକାଲି ବ୍ୟସ୍ତବହୁଳ ଜୀବନଶୈଳୀ ଭିତରେ ସ୍ବାସ୍ଥ୍ୟର ଯତ୍ନ ନେବା କଷ୍ଟକର ହୋଇପଡୁଛି। ଫଳରେ ନାନା ପ୍ରକାର ରୋଗ ଶରୀରକୁ ମାଡିବସୁଛି। ତେଣୁ ବିଭିନ୍ନ ମସଲାଯୁକ୍ତ ଖାଦ୍ୟ ଅପେକ୍ଷା ଶସ୍ୟ ଜାତୀୟ ଖାଦ୍ୟ ଖାଇବା ଦ୍ୱାରା ଶରୀର ସୁସ୍ଥ ରହିଥାଏ। ଅନେକ ଲୋକ କୋଳଥ ଡାଲି ଖାଇବାକୁ ପସନ୍ଦ କରିଥାଆନ୍ତି। ଏହି ଡାଲି ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ଅଟେ। ଏହା ପାଟିକୁ ସ୍ବାଦିଷ୍ଟ ଲାଗେ। କୋଳଥ ଡାଲିର କିଛି ଚମତ୍କାରୀ ଗୁଣ ରହିଛି ଯାହା ଶରୀରକୁ ସୁସ୍ଥ ରଖିଥାଏ। ନିୟମିତ କୋଳଥ ଖାଇଲେ ମେଦ ହ୍ରାସ ପାଇଥାଏ। କୋଳଥ ଡାଲି ଖାଇବା ଦ୍ୱାରା ପେଟରେ ଷ୍ଟୋନ ସମସ୍ୟା ଦୂର ହୋଇଥାଏ। ଏଥିରେ ଭିଟାମିନ-ଏ ଥିବାରୁ ଏହା ଶରୀର ପାଇଁ ଉପକାରୀ ସାବ୍ୟସ୍ତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

୨୯ ଜୁଲାଇରୁ ୧୧ ଅଗଷ୍ଟ ପର୍ଯ୍ୟନ୍ତ ଏହି ରାଶିରେ ହେବ ଧନ ବର୍ଷା, ମିଳିବ ସଫଳତା

ଶ୍ରାବଣ ମାସ ଜୁଲାଇ ୩୦ରେ ଆରମ୍ଭ ହେବ । ଏହି ମାସ ଭଗବାନ ଶିବଙ୍କ ପ୍ରତି ଭକ୍ତି ପାଇଁ ଉତ୍ସର୍ଗୀକୃତ । ଏହି ସମୟ ମଧ୍ୟରେ ଭକ୍ତମାନେ…

ଓଜନ ବଢ଼ିବାର କାରଣ କହିଲେ ବିଶେଷଜ୍ଞ, ଆବଶ୍ୟକତାଠାରୁ ଅଧିକ…

ବର୍ତ୍ତମାନ ପରିସ୍ଥିତିରେ ମେଦବହୁଳତା ସମସ୍ତଙ୍କ ଚିନ୍ତାର କାରଣ ସାଜିଛି। ସାଧାରଣତଃ ଅଧିକ ଖାଇବା ଓ କୌଣସି କାମ ନ କରିବା ଦ୍ୱାରା ଆମ ଶରୀରର ଓଜନ ବଢ଼ିଯାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri