ପେଟ୍ରୋଲ ପମ୍ପରେ ଷ୍ଟାଫ୍‌, ଭାରୀଯାନ ଚାଳକଙ୍କ ସ୍କ୍ରିନିଂ ବାଧ୍ୟତାମୂଳକ; ବିନା ମାସ୍କରେ ପକାଇ ପାରିବେନି ତେଲ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୨୩।୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ପ୍ରତିହତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ଥିବା ସମସ୍ତ ପେଟ୍ରୋଲ ପମ୍ପ ପାଇଁ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ନୂତନ ନିର୍ଦ୍ଦେଶନାମା ଜାରି କରିଛନ୍ତି। ପ୍ରତି ପେଟ୍ରୋଲ ପମ୍ପରେ ତେଲ ପକାଇବାକୁ ଆସୁଥିବା ସମସ୍ତ ଭାରୀଯାନର ଚାଳକ ଓ ହେଲ୍‌ପର ଏବଂ ସମସ୍ତ ଷ୍ଟାଫ୍‌ଙ୍କର ଥର୍ମାଲ ସ୍କ୍ରିନିଂ ବାଧ୍ୟତାମୂଳକ କରାଯାଇଛି। ସେଠାରେ କାହାର କିଛି ଲକ୍ଷଣ ଦେଖାଦେଲେ ତୁରନ୍ତ ଜ଼ିଲା ମୁଖ୍ୟ ଚିକିତ୍ସାଧିକାରୀ କିମ୍ବା ସମ୍ପୃକ୍ତ ଅଞ୍ଚଳର ତଥା ଛତ୍ରପୁର, ଭଞ୍ଜନଗର ଓ ବ୍ରହ୍ମପୁର ଉପଜିଲାପାଳଙ୍କୁ ଜଣାଇବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ଏନେଇ ଉକ୍ତ ଅଧିକାରୀମାନଙ୍କ ମୋବାଇଲ ନମ୍ବର ଦିଆଯାଇଛି। ସ୍କ୍ରିନିଂ କରାଯାଇଥିବା ବ୍ୟକ୍ତିଙ୍କ ମୋବଇଲ ନମ୍ବର ସହ ସମସ୍ତ ତଥ୍ୟ ରଖିବାକୁ କୁହାଯାଇଛି। ବିନା ହେଲମେଟ ଓ ମାସ୍କରେ ତେଲ ନ ଦେବାକୁ ଜ଼ିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri