Posted inପୁରୀ

ପେଣ୍ଠପଡ଼ାରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ସାକ୍ଷୀଗୋପାଳ,୨୮।୪(ଡି.ଏନ୍‌.ଏ.): କରୋନା ଲଢ଼େଇରେ ସାମିଲ ହୋଇ ତୃଣମୂଳରେ କର୍ତ୍ତବ୍ୟ ସମ୍ପାଦନ କରୁଥିବା କରୋନା ଯୋଦ୍ଧାମାନଙ୍କୁ ସତ୍ୟବାଦୀ ବ୍ଲକ ପେଣ୍ଠପଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବର୍ଦ୍ଧିତ କରାଯାଇଛି। ସାମାଜିକ କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ତହସିଲଦାର କସ୍ତୁରୀ ପ୍ରଧାନ, ବିଡିଓ ସରୋଜ ଦତ୍ତ, ଆଇଆଇସି ଦେବୀ ପ୍ରସାଦ ପାତ୍ର, ମେଡିକାଲ ଅଫିସର ବିଶ୍ୱଜିତ ମିଶ୍ର, ଦମକଳ କେନ୍ଦ୍ର ଅଧିକାରୀ ମନୋଜ ପାତ୍ର, ସରପଞ୍ଚ ବାସନ୍ତୀ ବେହେରା, ସମିତିସଭ୍ୟା ଗୀତାରାଣୀ ଭୋଇ, ଭିଏଲଡବ୍ଲୁ ବନଲତା ଚିନ୍ନରାଙ୍କ ସହ ୧୦ଜଣ ଅଙ୍ଗନଓ୍ବାଡି, ୬ଜଣ ଆଶାକର୍ମୀ, ୱାର୍ଡ ସଭ୍ୟାସଭ୍ୟ, ଫାର୍ମାସିଷ୍ଟ, ଖବରଦାତାଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ସୁନୀଲ ପଣ୍ଡା, ଅଜୟ ମହାପାତ୍ର, ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଅନିଲ ସାହୁ, ଦେବାଶିଷ ହୋତା, ପ୍ରତାପ ମହାଭୋଇ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟମଣ୍ଡଳ କ୍ରୀଡ଼ା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri