Posted inଖେଳ

ପେଲେ ଅଫ୍‌ ଏସିଆଙ୍କ ପରଲୋକ

କଲିକତା, ୨୯ା୪ (ପି.ଟି.)-ପୂର୍ବତନ ଫୁଟ୍‌ବଲର ପୁଙ୍ଗମ କାନାନଙ୍କ ରବିବାର ସ୍ଥାନୀୟ ଏକ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୮୦ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ହେଲା ଅସୁସ୍ଥ ଥିଲେ। ଆର୍ଥିକ ସଂକଟ ଦେଇ ଗତିକରୁଥିବା କାନାନ ଭାରତ ତରଫରୁ ୧୪ଟି ମ୍ୟାଚ ଖେଳିଛନ୍ତି। ଚଳିତମାସ ପ୍ରଥମ ସପ୍ତାହରେ ତାଙ୍କୁ ହୃଦ୍‌ଘାତ ହୋଇଥିଲା। କାନାନ ଫରଓ୍ବାର୍ଡ ପୋଜିଶନରେ ଖେଳୁଥିଲେ। ସେ ମୋହନ ବାଗାନ (୮ବର୍ଷ) ଓ ଇଷ୍ଟବେଙ୍ଗଲ (୨) ଦଳରେ ଖେଳିଛନ୍ତି। ୧୯୮୨ରେ ଫୁଟ୍‌ବଲରୁ ଅବସର ନେବା ପୂର୍ବରୁ ସେ ଭାରତ ତରଫରୁ ବ୍ୟାଙ୍କ୍‌କ ଏସିଆନ ଗେମ୍ସ ୧୯୬୬ ଏବଂ ୧୯୬୮ରେ ମର୍ଡେକା କପ୍‌ରେ ଭାରତୀୟ ଦଳରୁ ପ୍ରତିନିଧିତ୍ୱ କରିଥିଲେ। ସେ ବେଙ୍ଗଲ ତରଫରୁ ଖେଳି କ୍ରମାଗତ ଦୁଇଥର (୧୯୭୧-୭୩) ସନ୍ତୋଷ ଟ୍ରଫି ଜିତିଥିଲେ। ସେ ସମୟରେ କିମ୍ବଦନ୍ତୀ ଜର୍ମାନ କୋଚ୍‌ ଟେ୍‌ମାର କ୍ରେମର କାନାନଙ୍କ ଖେଳର ଉଚ୍ଚ ପ୍ରଶଂସା କରିବା ସହ ତାଙ୍କୁ ‘ପେଲେ ଅଫ୍‌ ଏସିଆ’ ବୋଲି ଡାକୁଥିଲେ। ତାମିଲନାଡୁର ଭନ୍ଦାବାସୀରେ ଜନ୍ମଗ୍ରହଣ କରିଥିବା ଏହି ପୂର୍ବତନ ଫରଓ୍ବାର୍ଡ ଖେଳାଳି ବେଙ୍ଗାଲୁରୁ ଏବଂ ଚେନ୍ନାଇ ପାଇଁ ମଧ୍ୟ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri