ରାଇରଙ୍ଗପୁର,୨୯ା୫(ଡି.ଏନ୍.ଏ.)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନଥାନା ଅଧୀନ ଇଚିଣ୍ଡା ବସ୍ତୀର ଜଣେ ନାବାଳିକା ଗୁରୁବାର ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ହେଲେ ବଜରଙ୍ଗ ବେହେରାଙ୍କ ଝିଅ ବେବିନା(୧୦)। ସେ ତିଳୋପୋଷିସ୍ଥିତ ତାଙ୍କ ମାମୁ ଘର ଗାଁ ପୋଖରୀକୁ ଅନ୍ୟ ସାଙ୍ଗମାନଙ୍କ ସହ ଗାଧୋଇବା ପାଇଁ ଯାଇଥିବା ବେଳେ ପାଣିରେ ବୁଡ଼ି ଯାଇଥିଲେ। ସ୍ଥାନୀୟ ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ରାଇରଙ୍ଗପୁର ମେଡିକାଲକୁ ଚିକିତ୍ସା ପାଇଁ ପଠାଇଥିବା ବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ଏନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୮/୨୦୨୦) ରୁଜୁ ହୋଇଛି।
Posted inଆମ ଜିଲା ଖବର, ବାଲେଶ୍ୱର View All
ସପ୍ତାହେ ବିତିଲା ସରପଞ୍ଚଙ୍କ ଧାରଣା: ଦେଲେ ଚେତାବନୀ, ଯଦି ରାଜ୍ୟ ସରକାର ଭତ୍ତା ଟଙ୍କା ପ୍ରଦାନ ନ କରନ୍ତି…
ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅଧୀନ ୨୫ ପଞ୍ଚାୟତ ଏବଂ ଦିଗପହଣ୍ଡି ଏନଏସି ଅଧୀନ ୧୦ ୱାର୍ଡର ୭୧୫ ହିତାଧିକାରୀଙ୍କୁ ଇନ୍ଦିରା ଗାନ୍ଧୀ…
ମିଳୁନି ଭତ୍ତା: ଅଭିଯୋଗ ଶୁଣାଣିବେଳେ ହଠାତ୍ ଭିତରେ ପଶି ହୋହଲ୍ଲା କଲେ ଭତ୍ତା ହିତାଧିକାରୀ, ତା’ପରେ…
ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜନଶୁଣାଣି…
ସାଧୁଙ୍କୁ ମାରିଥିଲା କଲରାପତରିଆ ବାଘ: ଶିମିଳିପାଳ ଇତିହାସରେ ପ୍ରଥମ
ବାରିପଦା,୮।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଜାତୀୟ ଉଦ୍ୟାନ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ଅନ୍ତର୍ଗତ କୁମୁଦାବଡ଼ି ନିକଟରେ ଜଙ୍ଗଲରୁ ମିଳିଥିବା ଖଣ୍ଡବିଖଣ୍ଡିତ ମୃଦଦେହ ଅଂଶ ସମ୍ବନ୍ଧରେ…
ବିଶ୍ୱକପ୍ ଆରମ୍ଭ ପୂର୍ବରୁ ବ୍ରାଜିଲକୁ ବଡ଼ ଝଟ୍କା
ମୋରିସଟାଉନ୍,୮ା୬: ବିଶ୍ୱକପ୍ରେ ମରକ୍କୋ ବିପକ୍ଷ ପ୍ରଥମ ମ୍ୟାଚ୍ ଖେଳାଯିବାକୁ ଆଉ ଏକ ସପ୍ତାହରୁ କମ୍ ଦିନ ଥିବାବେଳେ ବ୍ରାଜିଲ ଆଘାତଜନିତ କାରଣରୁ ଦଳରେ ଜଣେ ଖେଳାଳି ପରିବର୍ତ୍ତନ…
ବିଲ ମଝିରୁ ମିଳିଲା ବିବାହିତ ଯୁବକଙ୍କ ମୃତଦେହ: ମୁତ୍ୟୁକୁ ନେଇ ବଢିଲା ସନ୍ଦେହ
ପାଟଣା,୮।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟଭା ସରୁଆ ଗାଁ ବିଲ ମଝିରୁ ସୋମବାର ଜଣେ ବିବାହିତ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତଦେହ…
ଚର୍ଚ୍ଚାରେ ୨ ନର୍ସିଂ ଛାତ୍ର: ଅପରିଚିତ ରୋଗୀଙ୍କୁ ବଢାଇଲେ ସହାୟତାର ହାତ
ଭଞ୍ଜନଗର,୮।୬(ବାବୁଲା ପ୍ରଧାନ): ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବା ଯୋଗୁ ଦିନକୁ ଦିନ ରାଜ୍ୟର ବିଭିନ୍ନ ରକ୍ତଭଣ୍ଡାରରେ ରକ୍ତ ଅଭାବ ଦେଖାଦେଉଛି। ଏହାର ପ୍ରଭାବରେ ବେଳେ ବେଳେ ରୋଗୀ…
କାଳବୈଶାଖୀ ତାଣ୍ଡବ: ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ
ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ରେ ସୋମବାର ଅପରାହ୍ନ ପ୍ରାୟ ୪ଟାରୁ ସାଢ଼େ ୫ ଟା ଯାଏ କାଳବୈଶାଖୀର ତାଣ୍ଡବ ପ୍ରଭାବରେ…
ରଜକ ସମାଜ ନୂତନ କର୍ମକର୍ତ୍ତା ଚୟନ: ରାଧାମୋହନ-କହ୍ନେଇଙ୍କୁ ବଡ଼ ଦାୟିତ୍ୱ
ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଯୋଗୀମାରୀ ଠାରେ ରଜକ ସମାଜ ଉପରଅଣଗିରୀ ମୁଠାର ବାର୍ଷିକ ବୈଠକ ଓ ନୂତନ କର୍ମକର୍ତ୍ତା ଚୟନ ସୋମବାର ଅନୁଷ୍ଠିତ ହୋଇଯାଇଛି।…
Archives

