ପୋଖରୀରେ ବୁଡ଼ି ବୃଦ୍ଧଙ୍କ ଜୀବନଗଲା

ପଦ୍ମପୁର,୨୨।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ଅଧୀନ ଏକର ସାହି ଗ୍ରାମ ପୋଖରୀରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅର୍ଜୁନ ସେନାପତି (୭୫)। ମଙ୍ଗଳବାର ରାତିରେ ଅର୍ଜୁନ ଶୌଚହେବା ପାଇଁ ଯାଇ ଘରକୁ ଫେରି ନ ଥିଲେ। ପରିବାରଲୋକେ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କୁ ପାଇ ନ ଥଲେ। ବୁଧବାର ପୋଖରୀରେ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ପ୍ରହଲ୍ଲାଦ ସହାୟ ମୀନା ହେଲେ ଗଜପତିର ନୂତନ ଆରକ୍ଷୀ ଅଧୀକ୍ଷକ

ଗଜପତି (ଗିରିଧାରୀ ପରିଛା): ୨୪।୫ :ଓଡିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇପିଏସ୍/ଓପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷ୍ୟରେ…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri