ପୋଡି ହୋଇ ଯୁବତୀଙ୍କ ଜୀବନ ଗଲା

ତିହିଡି,୫।୪(ଡି.ଏନ.ଏ.): ଭଦ୍ରକ ଜିଲା ତିହିଡି ଥାନା ବାରସର ପଞ୍ଚାୟତ ଅଧୀନ ମୁଟୁରିଗଡ ଗ୍ରାମରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ତ ଘଟି ଭାବଗ୍ରାହୀ ରାଉତଙ୍କର ୩ବଖରା ଘର ଜଳିଯାଇଛି। ନିଆଁରେ ପୋଡି ହୋଇ ଭାବଗ୍ରାହୀଙ୍କ ଝିଅ କବିତା ରାଉତଙ୍କ ମୃତ୍ୟୁ ଘଟିଛି। ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୧୯/୨୦) ରୁଜୁ କରି ମୃତଦେହକୁ ବ୍ୟବଛେଦ ପାଇଁ ପଠାଇଛି। ବିଦ୍ୟୁତ ସର୍ଟ ଶର୍କିଟ ଯୋଗୁ ଏହି ଅଗ୍ନିକାଣ୍ତ ଘଟିଥିବା କୁହାଯାଇଛି।ତିହିଡିରୁ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Read more

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା ।ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ ଡ଼ାଳ…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….

ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri