ପୋଲସରା ବ୍ଲକ : ଯାଞ୍ଚ ହେବ ୬ ଶିକ୍ଷକଙ୍କ ସାର୍ଟିଫିକେଟ୍‌

ହାତୀଓଟ,୯|୧୧-ଗଞ୍ଜାମ ଜିଲାରେ ଜାଲ ଶିକ୍ଷକ ଧରପଗଡ଼ ପାଇଁ ସାର୍ଟିଫିକେଟ ଯାଞ୍ଚ ଚାଲିଛି। ଜିଲା ଶିକ୍ଷାଧିକାରୀ ସନାତନ ପଣ୍ଡା ସମସ୍ତ ବ୍ଲକ ଶିକ୍ଷାଧିକାରୀମାନଙ୍କୁ ଶିକ୍ଷକମାନଙ୍କ ତାଲିକା ପ୍ରସ୍ତୁତ କରି ଯାଞ୍ଚ ପାଇଁ ସାର୍ଟିଫିକେଟ୍‌ ମଗାଉଛନ୍ତିିା ଏହି କ୍ରମରେ ପୋଲସରା ବ୍ଲକର ୬ ଶିକ୍ଷକଙ୍କ ସାର୍ଟିଫିକେଟ୍‌ ଯାଞ୍ଚ ଲାଗି ଜିଲା ଶିକ୍ଷାଧିକାରୀ ପଣ୍ଡା ବ୍ଲକ ଶିକ୍ଷାଧିକାରୀ ତ୍ରିଲୋଚନ ତ୍ରିପାଠୀଙ୍କୁ ମାଗିଛନ୍ତିି ା ସେମାନଙ୍କ ମଧ୍ୟରେ ଚିରିକିପଡା ଶାସନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨, କସିପଡା ପ୍ରାଥମିକ ବିଦ୍ୟାଳୟର ଜଣେ, ଏମ୍‌.କୁଶପଲ୍ଲୀ ପ୍ରାଥମିକ ବିଦ୍ୟାଳୟର ଜଣେ ବାଲିଛାଇ ତପସ୍ବୀ ଉଚ୍ଚ ବିଦ୍ୟାଳୟର ଜଣେ, ବାଲିଛାଇ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକ ଥିବା ଜଣାପଡ଼ିଛି। ପୋଲସରା ଅଞ୍ଚଳରେ ଜାଲ ଶିକ୍ଷକଙ୍କ ଭଳି ଅଙ୍ଗନୱାଡି କେନ୍ଦ୍ରଗୁଡିକରେ ମଧ୍ୟ ବହୁ ଜାଲ୍‌ କର୍ମୀ ନିଯୁକ୍ତି ପାଇଛନ୍ତି। ତେଣୁ ସେମାନଙ୍କୁ ମଧ୍ୟ ତଦନ୍ତ ପରିସରଭୁକ୍ତ କରିବା ଆବଶ୍ୟକ ବୋଲି ସଚେତନ ନାଗରିକମାନଙ୍କ ପକ୍ଷରୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?