ପୋଲିଂ ଗାଡ଼ି ଜାଳିଦେଲେ ଦୁର୍ବୃତ୍ତ

ଫୁଲବାଣୀ ଅଫିସ,୧୭ା୪ : ଫିରିଙ୍ଗିଆ ଥାନା ଅନ୍ତର୍ଗତ ମୁଙ୍ଗୁନିପଦର ବୁଥ୍‌କୁ ପୋଲିଂ କର୍ମଚାରୀମାନେ ଯାଉଥିବାବେଳେ ଦୁର୍ବୃତ୍ତମାନେ ସେମାନଙ୍କୁ ବାହାରକୁ ଡାକି ଗାଡ଼ି ଜାଳି ଦେଇଛନ୍ତି। ଏହା ମାଓପ୍ରବଣ ଅଞ୍ଚଳ ହୋଇଥିବାରୁ ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ କରାଯାଉଛି। ତେବେ ସମସ୍ତ କର୍ମଚାରୀ ସୁରକ୍ଷିତ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାନର ମାରି ଉପସ୍ଥିତି ଦର୍ଶାଇଲେ ମାଓବାଦୀ: ଆତଙ୍କିତ ନ ହେବାକୁ….

ରାୟଗଡ଼ା/କଲ୍ୟାଣସିଂହପୁର,୧୪।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ମାଓବାଦୀ ନେତା ନିଖିଲ ଓ ଇନ୍ଦୁଙ୍କ ସମେତ ୧୫ଜଣ ମାଓବାଦୀ ଆତ୍ମସମର୍ପଣ ପରେ ରାୟଗଡ଼ା ଜିଲା ଏକ ପ୍ରକାର ମାଓମୁକ୍ତ ଅଞ୍ଚଳ…

ଦୁଇ ଦିନ ତଳେ ଇସ୍ତଫା ଦେଇଥିଲେ, ପୁଣି ଦଳକୁ ବାହୁଡିଲେ  ପୂର୍ବରୁ ବିଷମକଟକ ବ୍ଲକରେ…

ରାୟଗଡ଼ା,୧୩।୨(ରଞ୍ଜନ ପଣ୍ଡା): ନୂତନ ଗଠିତ ଜିଲା ବିଜେଡି କମିଟିରେ ଉପସଭାପତି ପଦ ପାଇଥିବା କାଶୀପୁର ବ୍ଲକ ବରିଷ୍ଠ ବିଜେଡି ନେତା ଗଣେଶ ସାଉଁତା ବୁଧବାର ନିଜ ପଦବୀରୁ…

ରାୟଗଡ଼ାରେ ମାଓବାଦୀ ପୋଷ୍ଟର, ଆଦିବାସୀଙ୍କୁ ନକ୍ସଲରେ ରଖି ଅତ୍ୟାଚାର…

ରାୟଗଡ଼ା,୧୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ବ୍ଲକ ବାଇସିଙ୍ଗ ପଞ୍ଚାୟତ ଅନ୍ତର୍ଗତ ଧୁମାଗୁଡ଼ା ବସଷ୍ଟପ ନିକଟରେ ମାଓବାଦୀ ପୋଷ୍ଟର ଦେଖାଯାଇଛି । ଏହି ପୋଷ୍ଟରଟି ସସିପିଆଇ ମାଓବାଦୀ ପକ୍ଷରୁ…

ମୁନିଗୁଡ଼ା ଅଞ୍ଚଳରେ ବାଘ ଆତଙ୍କ: ବାଛୁରୀକୁ ମାରି ଖାଇଲା, ପାଦଚିହ୍ନ ଦେଖି ଲୋକେ ଛାନିଆ…

ମୁନିଗୁଡା,୧୨।୨ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ରେଞ୍ଜ ଅନ୍ତର୍ଗତ ଜଗଦଳପୁର ନିକଟସ୍ଥ ଡ଼ିମିରିଗୁଡାର ପଞ୍ଜାବାଲି ଛକ ନିକଟରେ ବାଘ ଆତଙ୍କ ଦେଖାଯାଇଛି। ବୁଧବାର ରାତିରେ…

ପୋଲିସ ବସ୍‌ର ବ୍ରେକ ଫେଲ୍‌: ଶତାଧିକ ଆନ୍ଦୋଳନକାରୀ…

ରାୟଗଡ଼ା,୧୨।୨(ଆଶିଷ ରଞ୍ଜନ ପଣ୍ଡା):ବ୍ରେକ ଫେଲ ହେଲା ପୋଲିସ ବସ୍‌। ଅଳ୍ପକେ ବର୍ତ୍ତିଲେ ଶତାଧିକ ଆନ୍ଦୋଳନକାରୀ, ପୋଲିସ ଓ ସାମ୍ବାଦିକ। ବିଭିନ୍ନ ଦାବି ନେଇ ଆଜି କେନ୍ଦ୍ରୀୟ ଶ୍ରମିକ…

ଭଲପାଇବାର ଉଦାହରଣ ସୃଷ୍ଟି କଲେ ଅବସରପ୍ରାପ୍ତ ଶିକ୍ଷକ: ସ୍ତ୍ରୀଙ୍କ ସ୍ମୃତିରେ ନିର୍ମାଣ କଲେ…

ଗୁଣୁପୁର,୧୨।୧(ସଂକେତ ପାତ୍ର): ରାୟଗଡା ଜିଲା ଗୁଣୁପୁର ପୌରପରିଷଦ ୧୯ନଂ ୱାର୍ଡ ଓମ ନଗରରୁ ଆସିଛି ଏକ ହୃଦୟସ୍ପର୍ଶୀ କାହାଣୀ, ଯାହା ପ୍ରେମ ଓ ସ୍ବାମୀ-ସ୍ତ୍ରୀ ସମ୍ପର୍କର ଅନନ୍ୟ…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri