ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ରାଉରକେଲା ଅଫିସ,୨୫।୭: ରାଉରକେଲା ଲାଠିକଟା ପୋଲିସ ବୁଧବାର ଜଣେ ଅପରାଧିଙ୍କୁ ଏନକାଉଣ୍ଟର କରିଛି। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ମାଝି(୩୩)ଗୁରୁତର ଆହତ ହୋଇଛନ୍ତି। ସୁନିଲର ଡାହାଣ ଗୋଡରେ ଗୁଳି ବାଜିଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ସ୍ଥାନୀୟ ମେଡିକାଲ ଓ ପରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ସୁନୀଲ ନାଁରେ ବହୁ ସଙ୍ଗିନ ମାମଲା ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ସୁନୀଲ ଲାଠିକଟା ନିକଟସ୍ଥ ସୁଈ ଡ଼ିହିରେ ସନ୍ଦିଗ୍ଧ ଭାବେ ବୁଲୁଥିଲେ। ପୋଲିସ ତାଙ୍କୁ ଅଟକାଇବାରୁ ସେ ଭୟଭୀତ ହୋଇ ଗୁଳିଚାଳନା କରିଥିଲେ। ଏହାପରେ ପୋଲିସର ମଧ୍ୟ ପାଲଟା ଆକ୍ରମଣ କରିଥିଲା। ଫଳରେ ପୋଲିସ ଗୁଳିରେ ସୁନୀଲ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri