ପୋଲିସ କମିଶନରଙ୍କ ସମସ୍ତ କୋର୍ଟ ବନ୍ଦ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ମହାମାରୀ କରୋନାର ସଫଳ ମୁକାବିଲା ପାଇଁ ପରସ୍ପରଠାରୁ ଦୂରତା ବଜାୟ ରଖିବା ଅତ୍ୟନ୍ତ ଜରୁରୀ। ଏହି ପରିପ୍ରେକ୍ଷୀରେ ପୋଲିସ କମିଶନରଙ୍କ ସମସ୍ତ କୋର୍ଟ ବନ୍ଦ ରଖିବା ପାଇଁ ବୁଧବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି। କରୋନା ବିପଦ ନ ଟଳିବା ପର୍ଯ୍ୟନ୍ତ କୌଣସି କୋର୍ଟ ବସିବ ନାହିଁ। କେବେଠାରୁ କୋର୍ଟ ଚାଲିବ ସେନେଇ ପରବର୍ତ୍ତୀ ସମୟରେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି କମିଶନର ସୂଚନା ଦେଇଛନ୍ତି।
ପ୍ରିଭେଣ୍ଟିଭ୍‌ ପ୍ରସିଡିଂରେ ଯେଉଁମାନଙ୍କୁ ହାଜର ହେବା ପାଇଁ ନୋଟିସ କରାଯାଇଛି ସେମାନଙ୍କୁ କୋର୍ଟ ବନ୍ଦ ନେଇ ଡାକ ଦ୍ବାରା ସୂଚନା ଦିଆଯାଉଛି। ସ୍ଥିତିରେ ଉନ୍ନତି ଘଟିଲେ ପୁଣିଥରେ ସେମାନଙ୍କୁ ନୂଆ ନୋଟିସ୍‌ ଜାରି କରାଯିବ ବୋଲି ବିଜ୍ଞପ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନାବେଶକୁ ନେଇ ବଡ଼ ସୂଚନା, ସବୁଠୁ ବଡ଼ ଚ୍ୟାଲେଞ୍ଜ ହେବ…

ପୁରୀ,୨୩।୭: ଶୁକ୍ରବାର ପବିତ୍ର ବାହୁଡ଼ାଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରଥଯାତ୍ରା ପରିଚାଳନା…

CJP ହିଂସା ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ! ବାତିଲ ହେବ….

ନୂଆଦିଲ୍ଲୀ,୨୩।୭: ଜନ୍ତର ମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ (CJP) ପ୍ରତିବାଦ ସମୟରେ ଘଟିଥିବା ହିଂସାରେ ଜଡିତ ଲୋକଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦିଲ୍ଲୀ ପୋଲିସ…

CJP ଆନ୍ଦୋଳନ, ଏଣ୍ଟ୍ରି ମାରିଲାଣି ପାକିସ୍ତାନ! ଲାଠିଚାର୍ଜକୁ ନେଇ କହିଲା ଏମିତି ହେଉଛି ଖୁବ ଆଲୋଚନା

ନୂଆଦିଲ୍ଲୀ/ଇସଲାମାବାଦ,୨୩।୭: NEET-UG ପେପର୍‌ ଲିକ ବିବାଦ ଏବଂ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରି କରାଯାଇଥିବା ପ୍ରତିବାଦ ଉପରେ ପାକିସ୍ତାନ ପ୍ରତିକ୍ରିୟା…

ଖୁବଶୀଘ୍ର ଇସ୍ତଫା ଦେବେ ବାଂଲାଦେଶ ରାଷ୍ଟ୍ରପତି; କିଏ ନେବେ ନେତୃତ୍ୱ? ରାଜନୈତିକ ମହଲରେ ହେଲାଣି ତୀବ୍ର ଆଲୋଚନା

ଢାକା,୨୩।୭: ବାଂଲାଦେଶରେ ରାଜନୈତିକ ଅସ୍ଥିରତା ଆରମ୍ଭ ହୋଇଛି। ଅନେକ ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଛି ଯେ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଖୁବ ଶୀଘ୍ର ଇସ୍ତଫା ଦେବାକୁ ଯାଉଛନ୍ତି;…

ବରଗଡ଼ ଉପକଣ୍ଠ ରାଜପଥରେ ରାହାଜାନୀ, ୩ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ରାଜପଥରେ ରାହାଜାନୀ ତଥା ବିଭିନ୍ନ ସ୍ଥାନରେ ଲୁଟପାଟ୍ ଅଭିଯୋଗ ହୋଇ ଆସୁଥିଲା । ଏହି ଘଟଣାରେ ପୋଲିସ…

ଧର୍ମେନ୍ଦ୍ର ପ୍ରଧାନଙ୍କ ପୁରୁଣା ପୋଷ୍ଟ ଭାଇରାଲ, ସୋନମ ଓ୍ବାଙ୍ଗଚୁକ ଏବଂ ତାଙ୍କ ପତ୍ନୀଙ୍କୁ କରିଥିଲେ ଏଭଳି ପ୍ରଶଂସା

ନୂଆଦିଲ୍ଲୀ,୨୩।୯: ଜଳବାୟୁ କର୍ମୀ ଓ ଶିକ୍ଷା ସଂସ୍କାରକ ସୋନମ ୱାଙ୍ଗଚୁକଙ୍କ ଅନଶନ ଜାରି ଥିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତିନି ବର୍ଷ ପୁରୁଣା ଏକ…

NEET UG ପେପର ଲିକ: ପରୀକ୍ଷାର ୧୦ ଦିନ ପୂର୍ବରୁ ଅଭିଯୁକ୍ତଙ୍କ ମୋବାଇଲ ଫୋନକୁ ଆସିଯାଇଥିଲା ପ୍ରଶ୍ନ, କୋର୍ଟରେ CBI ଖୋଲିଲା…

ନୂଆଦିଲ୍ଲୀ,୨୩।୭: NEET-UG 2026 ପେପର୍‌ ଲିକ ମାମଲାରେ ଅଭିଯୁକ୍ତ ଡକ୍ଟର ମନୋଜ ଭଗବାନରାଓ ଶିରୁରେ ଏବଂ ଶିବରାଜ ମୋଟେଗାଓଁକରଙ୍କ ଜାମିନ ଆବେଦନ ଉପରେ କୋର୍ଟ ଜୁଲାଇ ୨୪ରେ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ଉପକୋଷାଗାର ପୂର୍ବତନ କର୍ମଚାରୀଙ୍କୁ ଜେଲ୍‌ଦଣ୍ଡ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଉପକୋଷାଗାର କାର୍ଯ୍ୟାଳୟର ପୂର୍ବତନ କର୍ମଚାରୀ ତଥା ବରିଷ୍ଠ କିରାଣି ନାରାୟଣ ମେହେରଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri