ପୋଲିସ ଗ୍ରାମବାସୀ ମୁହାଁମୁହିଁ

ପାରାଦୀପ,୧।୧୨(ସ୍ବ.ପ୍ର.): ଜଗତସିଂହପୁର ଜିଲା ଏରସମା ମାହାଳରେ ସୀମା ନିର୍ଦ୍ଧାରଣ ବେଳେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ମାହାଳକୁ ରାଜସ୍ବ ଗ୍ରାମ ମାନ୍ୟତା ପାଇଁ ମାପଚୁପ ଚାଲିଥିବା ବେଳେ ପୋଲିସ ଓ ଗ୍ରାମବାସୀ ମୁହାଁମୁହିଁ ହୋଇଛନ୍ତି। ପୋଲିସ ସହ ଗ୍ରାମବାସୀଙ୍କର ଧସ୍ତାଧସ୍ତି ହୋଇଥିବା ଜଣାପଡ଼ିଛି। ଶାସନ ପକ୍ଷରୁ ସୀମା ନିର୍ଦ୍ଧାରଣ କରାଯାଉଥିବା ବେଳେ ଏହାକୁ ଢିଙ୍କିଆ ଓ ମାହାଳ ଗାଁର ଲୋକେ ବିରୋଧ କରିଥିଲେ । ଢିଙ୍କିଆ ଗାଁକୁ ଖଣ୍ଡ ଖଣ୍ଡ କରି ସରକାର ବିଭାଜନ ନୀତି ଆପଣାଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏଥିଯୋଗୁ ଗାଁ ଗାଁ ମଧ୍ୟରେ ସମ୍ପର୍କ ଓ ଭାଇଚାରା ନଷ୍ଟ ହେଉଥିବା ଲୋକେ ଅଭିଯୋଗ କରିଛନ୍ତି। ଏହାସହ ଜେଏସ୍‌ଡବ୍ଲ୍ୟୁର ପ୍ରସ୍ତାବିତ କାରଖାନାକୁ ବିରୋଧ କରିଛନ୍ତି ଗ୍ରାମବାସୀ। ଅନ୍ୟପଟେ ସ୍ଥିତିକୁ ଦେଖି ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁର ରୋଡ୍‌ରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଯାଜପୁରରୋଡ଼,୬।୫(ପବିତ୍ର ରଞ୍ଜନ ମହାନ୍ତି): କ୍ରମବର୍ଦ୍ଧିଷ୍ଣୁ ଯାଜପୁରରୋଡ଼ ସହରର ଅଭିବୃଦ୍ଧି ଦିନକୁ ଦିନ ଘଟୁଛି। ଏଥିଯୋଗୁ ସହରର ଟ୍ରାଫିକ ବ୍ୟବସ୍ଥା ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି।...

ନିର୍ବାଚନ ପୂର୍ବରୁ ଜୋରଧରିଲା ଜଳସେଚନ ସମସ୍ୟା

ପଟ୍ଟାମୁଣ୍ଡାଇ, ୬।୫(କଳ୍ପତରୁ ନାୟକ): ମୁଣ୍ଡ ଉପରେ ୨୦୨୪ ଲୋକ ସଭା ଓ ବିଧାନସଭା ନିର୍ବାଚନ। ଭୋଟରମାନଙ୍କୁ ନିଜ ସପକ୍ଷରେ ଆଣିବାକୁ ବିଭିନ୍ନ ରାଜନୈତିକ ଦଳ ଭରପୂର...

ଧାନ କୁଇଣ୍ଟାଲ ୩୫୦୦, କୃଷକଙ୍କୁ ୫୦୦୦ ଟଙ୍କା ଭତ୍ତା ଦିଅ, ନବ ନିର୍ମାଣ କୃଷକ ସଙ୍ଗଠନର ଦାବି

ତିର୍ତ୍ତୋଲ, ୬।୫ (ଗୌରାଙ୍ଗ ଚରଣ ସ୍ବାଇଁ): ତିର୍ତ୍ତୋଲ ସରଣୀ ଛକ ନିକଟ ଆନନ୍ଦ ମଣ୍ଡପ ପରିସରରେ ରବିବାର ନବ ନିର୍ମାଣ କୃଷକ ସଙ୍ଗଠନର ଏକ ବୈଠକ...

ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ ହେବେ କିଏ: ଜୟଶଙ୍କର କହିଲେ ଏମିତି କଥା…

ସମ୍ବଲପୁର, ୬ା୫(ଭବାନୀ ଶଙ୍କର ଭୋଇ):ଭାଷା ସାହିତ୍ୟ, ସଂସ୍କୃତି, ଇତିହାସ ସହ ଓଡ଼ିଆ ଅସ୍ମିତାକୁ ନେଇ ଓଡ଼ିଶାର ପରିଚୟ। ପ୍ରାକୃତିକ ସମ୍ବଳରେ ଭରା ଏକ ସମୃଦ୍ଧ ରାଜ୍ୟରେ...

ନିର୍ବାଚନ ପରେ ବିରୋଧୀଙ୍କ ଦେଖାପାଇବେନି

ସୋନପୁର/ବିନିକା/ଉଲୁଣ୍ଡା/ଅମରପାଲି,୬।୫(ମୃତ୍ୟୁଞ୍ଜୟ ତପଥୀ/ରାମଗୋପାଳ ବାଘ/ଉରୁକ୍ରମ ପାଣ୍ଡିଆ/ପୀତାମ୍ବର ସାହୁ):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ରବିବାର ସୁବର୍ଣ୍ଣପୁର ଜିଲା ସୋନପୁର ନିର୍ବାଚନମଣ୍ଡଳୀର ସିଆଲି ଓ ବୀରମହାରାଜପୁର ନିର୍ବାଚନମଣ୍ଡଳୀର କଇରାଝୁଲିରେ ନିର୍ବାଚନୀ...

ଲୋଇସିଂହା ବିଧାନସଭା ଆସନ: ୭ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର କାଏମ

ଲୋଇସିଂହା,୫।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ସରିଛି। ଯାଞ୍ଚ ପ୍ରକ୍ରିୟା ପରେ ୭ଜଣ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ...

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri