Posted inଜାତୀୟ

ପୋଲିସ ଚାକିରି ପାଇଁ ଯାଇଥିବା ୨୧ ପ୍ରାର୍ଥୀ ଆହତ

ଜଳନ୍ଧର,୫।୮: ପଞ୍ଜାବର ଜଳନ୍ଧରରେ ଥିବା ପଞ୍ଜାବ ଆର୍ମଡ ପୋଲିସ ଗ୍ରାଉଣ୍ଡରେ ଚାଲିଥିବା ଚୟନ ପ୍ରକ୍ରିୟାରେ ଅଘଟଣ ଘଟି ପ୍ରାୟ ୨୧ ପ୍ରାର୍ଥୀ ଆହତ ହୋଇଥିବା ସୂଚନା ମିଳିଛି। ଜଳନ୍ଧର ସେଣ୍ଟ୍ରାଲର ଏଏସ୍‌ପି ହରସିମରତ ସିଂ ଏହି ସୂଚନା ଦେଇଛନ୍ତି। ପାର୍ଥୀମାନେ ପୋଲିସ ଚାକିରି ଚୟନ ପ୍ରକ୍ରିୟାରେ ଯୋଗ ଦେବାକୁ ସେଠାରେ ଉପସ୍ଥିତ ଥିବା ବେଳେ ଏକ ପାଚେରି ଭାଙ୍ଗି ପଡିଥିଲା। ଫଳରେ ଏଥିରେ ୨୧ ଜଣ ଆହତ ହୋଇଥିବା ବେଳେ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ବିପୁଳ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri