Posted inଜାତୀୟ

ପୋଲିସ ଜିନ୍ଦାବାଦ୍‌ ନାରାରେ କମ୍ପୁଛି ଏନ୍‌କାଉଣ୍ଟର ସ୍ଥାନ

ହାଇଦ୍ରାବାଦ୍‌,୬।୧୨:ହାଇଦ୍ରାବାଦ୍‌ ଗଣବଳାତ୍କାର ମାମଲାରେ ପୋଲିସ ଏନକାଉଣ୍ଟରେ ୪ ଅଭିଯୁକ୍ତଙ୍କ ମୃତ୍ୟୁ ପରେ ଦେଶରେ ଆଶ୍ୱସ୍ତି ଖେଳିଯାଇଛି। ଯେଉଁ ସ୍ଥାନରେ ଅଭିଯୁକ୍ତମାନେ ଡାକ୍ତରାଣୀଙ୍କୁ ମାରିଥିଲେ ସେହିଠାରେ ହିଁ ୪ ଜଣଙ୍କୁ ଏନକାଉଣ୍ଟର କରାଯାଇଛି। ଜାତୀୟ ରାଜପଥ-୪୪ର ଚେତନାପାଲୀ ଓଭରବ୍ରିଜ ନିକଟରେ ଏହି ଏନକାଉଣ୍ଟର ଘଟିଛି। ଏହି ଓଭରବ୍ରିଜ ତଳେ ସେମାନେ ଡାକ୍ତରାଣୀଙ୍କୁ ଗଣବଳାତ୍କାର ପରେ ପୋଡି ମାରିଥିଲେ। ତେବେ ଶୁକ୍ରବାର ସକାଳୁ ଏନକାଉଣ୍ଟର ଖବର ଆସିବା ପରେ ସେହି ସ୍ଥାନରେ ଲୋକଙ୍କ ପ୍ରବଳ ଭିଡ ଜମିଛି। ପୋଲିସ ଜିନ୍ଦାବାଦ୍‌ ନାରାରେ କମ୍ପୁଛି ଉକ୍ତ ସ୍ଥାନ। ମୋ ଝିଅକୁ ନ୍ୟାୟ ମିଳିଲା ବୋଲି କହିଛନ୍ତି ମୃତ ଡାକ୍ତରାଣୀଙ୍କ ପିତା। ସୂଚନାଯୋଗ୍ୟ, ହାଇଦ୍ରାବାଦ ମହିଳା ଡାକ୍ତର ଗଣବଳାତ୍କାର ଓ ହତ୍ୟା ମାମଲାର ୪ ମୁଖ୍ୟ ଅଭିଯୁକ୍ତଙ୍କୁ ଅଧିକ ତଦନ୍ତ ନିମନ୍ତେ ସମସ୍ତ ଅଭିଯୁକ୍ତଙ୍କୁ ଗୁରୁବାର ରାତିରେ ଘଟଣାସ୍ଥଳକୁ ନିଆଯାଇଥିଲା। ହେଲେ ସେଠାରୁ ସେମାନେ ଫେରାର ହୋଇଯିବାକୁ ଉଦ୍ୟମ କରିଥିଲେ। ଫଳରେ ପୋଲିସ ସେମାନଙ୍କୁ ଧରିବା ପାଇଁ ଗୁଳି ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫୦ ଟଙ୍କା ନିବେଶ କଲେ ମିଳିବ ୩୫ ଲକ୍ଷର ଦମଦାର୍‌ ରିଟର୍ନ; ଆପଣଙ୍କୁ ଧନୀ କରିବ ପୋଷ୍ଟ ଅଫିସର ଏହି ଯୋଜନା

ଭୁବନେଶ୍ୱର, ୨୩।୬: ମାସ ଶେଷରେ ଦରମା ବା ପାରିଶ୍ରମିକ ଯାହା ବି ହେଉ ନା କାହିଁକି, ସଞ୍ଚୟ କରିବା ନିହାତି ଜରୁରୀ ଯେପରି ଭବିଷ୍ୟତରେ ଆବଶ୍ୟକତା ସମୟରେ…

ଜିଲାପାଳ ପରାମର୍ଶ କ୍ରମେ ଜୋର୍‌ ସୋରରେ ଚାଲିଛି ସଫେଇ ଅଭିଯାନ, ସାମିଲ ହେଲେ…

ଗଞ୍ଜାମ,୨୩।୬(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ଓ ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନଙ୍କ ପରାମର୍ଶ କ୍ରମେ ଜିଲାର ବିଭିନ୍ନ ସ୍ଥାନରେ ସଫେଇ ଅଭିଯାନ…

ବିଶ୍ୱକପ୍‌ରେ ମେସିଙ୍କ ରେକର୍ଡ, ନକ୍‌ଆଉଟ୍‌ରେ ପହଞ୍ଚିଲା ଆର୍ଜେଣ୍ଟିନା

ଆର୍ଲିଟନ,୨୩ା୬: ଲିଓନେଲ ମେସିଙ୍କ ରେକର୍ଡ ଡବଲ ଗୋଲ ବଳରେ ଖେଳାଯାଇଥିବା ଗ୍ରୁପ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୦ ଗୋଲରେ ଅଷ୍ଟ୍ରିଆକୁ ପରାସ୍ତ କରିଛି। ଏହି ବିଜୟ ସହ ଡିଫେଣ୍ଡିଂ…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ

ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

ବେକ କାଟି ବାପାଙ୍କୁ ହତ୍ୟା କଲା ପୁଅ

ଟେନସା, ୨୩।୬ (ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାର ଟେନସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍ତିରେ  ମଙ୍ଗଳବାର ସକାଳେ ଘରୋଇ କଳହକୁ କେନ୍ଦ୍ରକରି ଏକ ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri